ଆରମ୍ଭ ହେଲା ଭୂମିହୀନ କୃଷି ଶ୍ରମିକ ନ୍ୟାୟ ଯୋଜନା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଭୁପେଶ ବାଘେଲଙ୍କ ବଡ ଘୋଷଣା । ରାଜ୍ୟରେ ଆରମ୍ଭ କଲେ ଭୂମିହୀନ କୃଷି ଶ୍ରମିକ ନ୍ୟାୟ ଯୋଜନା । ଏହା ସହ ସମସ୍ତ କୃଷକମାନଙ୍କୁ ଏହି ଯୋଜନାରେ ସାମିଲ ହେବା ପାଇଁ ନିବେଦନ ମଧ୍ୟ କରିଛନ୍ତି ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ । ତେବେ ରାଜ୍ୟରେ ଥିବା ପାଖାପାଖି ୧୦ ଲକ୍ଷ ଭୂମିହୀନ କୃଷକ ଏହି ଯୋଜନା ଦ୍ୱାରା ଉପକୃତ ହେବେ ବୋଲି ଅନୁମାନ କରାଯାଉଛି ।

ଏପରିକି ପ୍ରତ୍ୟେକ ପରିବାରକୁ ପ୍ରତିବର୍ଷ ୬ ହଜାର ଟଙ୍କା ଅନୁଦାନ ରାଶି ମିଳିବ ବୋଲି ସୂଚନା ମିଳିଛି । ଏହି ଅନୁଦାନ ରାଶି ସିଧାସଳଖ କୃଷକମାନଙ୍କର ବ୍ୟାଙ୍କ ଆକାଉଣ୍ଟକୁ ପଠାଯିବ ବୋଲି ମୁଖ୍ୟମନ୍ତ୍ରୀ ସ୍ପଷ୍ଟ କରିଛନ୍ତି । ଅପରପକ୍ଷେ ମଧ୍ୟପ୍ରଦେଶ ହେଉଛି ଦେଶର ପ୍ରଥମ ରାଜ୍ୟ ଯିଏକି ଭୂମିହୀନ କୃଷକ ଶ୍ରମିକମାନଙ୍କ ପାଇଁ ଏପରି ଯୋଜନା ଉପଲବ୍ଧ କରିପାରିଛି । ଅନ୍ୟପଟେ ରାଜ୍ୟରେ ଏହି ଯୋଜନା ଚଳିତ ବର୍ଷ ୩୦ ନଭେମ୍ବର ପର୍ଯ୍ୟନ୍ତ ଲାଗୁ ରହିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ