Masthead

ପ୍ରଧାନମନ୍ତ୍ରୀଙ୍କୁ ମଣିପୁରର ୪୦ ବିଧାୟକଙ୍କ ଚିଠି

ଇମ୍ଫାଲ (ବଡ଼ ଖବର ବ୍ୟୁରୋ): ଜଳୁଛି ମଣିପୁର । ଥମୁନି ହିଂସା । ମଣିପୁରକୁ ନେଇ ଲାଗି ରହିଛି ରାଜନୀତି । ପ୍ରଧାନମନ୍ତ୍ରୀଙ୍କୁ ମଣିପୁର ବିଧାୟକଙ୍କ ଚିଠି । ମଣିପୁରରୁ ଆସାମ ରାଇଫଲ୍ସକୁ ଫେରାଇ ଆଣିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖିଲେ ମଣିପୁରର ୪୦ ବିଧାୟକ । ଆସାମ ରାଇଫଲ୍ସକୁ ଫେରାଇ ଅନ୍ୟ କେନ୍ଦ୍ରୀୟ ବଳ ମୁତୟନ ପାଇଁ ଦାବି କରିଛନ୍ତି । ମଣିପୁର ପୁଲିସ ଆସାମ ରାଇଫଲ୍ସ ବିରୋଧରେ ଏକ ମାମଲା ରୁଜୁ କରିଛି। ବିଷ୍ଣପୁରରେ ଆତଙ୍କୀ ରୋକିବାରେ ଆସାମ ରାଇଫଲ୍ସ ପ୍ରତିବନ୍ଧକ ହୋଇଥିବା ନେଇ ସୂଚନା ଦେଇଛି ପୁଲିସ ବିଭାଗ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା