Masthead

ବିଧାୟକ ପାଣ୍ଠି ନିୟମ ସଂଶୋଧନ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ବିଜେପି ବିଧାୟକମାନଙ୍କ ଚିଠି

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଜି ବିଜେପିର ବିଧାୟକମାନେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ରଙ୍କୁ ଚିଠି ଲେଖିଛନ୍ତି । ଏଥିରେ ବିଧାୟକ ପାଣ୍ଠି ନିୟମର ସଂଶୋଧନ କରିବା ପାଇଁ ଜଣାଇଛନ୍ତି ବିଜେପି ବିଧାୟକମାନେ । କେବଳ ମାସ୍କ ନୁହେଁ,ଗ୍ରାମାଞ୍ଚଳ ସ୍ୱାସ୍ଥ୍ୟ ଭିତ୍ତିଭୂମି ସୁଦୃଢ ପାଇଁ ପାଣ୍ଠି ବିନିଯୋଗ କରାଯିବା ପାଇଁ ବିଜେପି ବିଧାୟକମାନେ ଏହି ଚିଠି ଲେଖିଛନ୍ତି ।

ଏପରିକି ଆଇସୋଲେସନ ରୁମ ଓ ଶିଶୁଙ୍କ କୋଭିଡ କେୟାର ରୁମ ପାଇଁ ବିଧାୟକ ପାଣ୍ଠି ବିନିଯୋଗ କରାଯିବାକୁ ବିଜେପି ବିଧାୟକମାନେ ଦାବି କରିଛନ୍ତି । କେବଳ ସେତକ ନୁହେଁ ଅକ୍ସିଜେନ ସଂଯୁକ୍ତ ବେଡ ଓ ଭେଣ୍ଟିଲେଟରଯୁକ୍ତ ଆମ୍ବୁଲାନ୍ସ ପାଇଁ ମଧ୍ୟ ବିଧାୟକ ପାଣ୍ଠି ବିନିଯୋଗ କରାଯିବାକୁ ବିଜେପି ବିଧାୟକମାନେ ଦାବି କରିଛନ୍ତି । ଏହି ଦାବିକୁ ଅଧିନିୟମରେ ସଂଯୁକ୍ତ କରିବାକୁ ସେମାନେ ଦାବି କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି