Masthead

ରତ୍ନଭଣ୍ଡାର ଯାଞ୍ଚ ପାଇଁ ଚିଠି

ପୁରୀ (ବଡ଼ ଖବର ବ୍ୟୁରୋ): ରତ୍ନଭଣ୍ଡାର ଯାଞ୍ଚ ଓ ମରାମତି ପାଇଁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଚିଠି । ଏଏସଆଇ ଡିଜିଙ୍କୁ ଚିଠି ଲେଖିଥିବା ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀଙ୍କ ସୂଚନା । ଖୁବ୍‌ଶୀଘ୍ର ଯାଞ୍ଚ କରି ମରାମତି କାର୍ଯ୍ୟ ପୂର୍ଣ୍ଣାଙ୍ଗ କରିବାକୁ ଚିଠି ଲେଖାଯାଇଛି। ଏଥିସହିତ ଉନ୍ନତମାନର ଅନୁଷ୍ଠାନ ଦ୍ୱାରା ଯାଞ୍ଚ ପ୍ରକ୍ରିୟା କରିବା ପାଇଁ ମୁଖ୍ୟ ପ୍ରଶାସକ ନିବେଦନ ମଧ୍ୟ କରିଛନ୍ତି। ଲେଜର ସ୍କାନିଂ ଓ ଜିପିଆର୍‌ଏସ୍‌ ଦ୍ୱାରା ଯାଞ୍ଚ ପାଇଁ ମୁଖ୍ୟ ପ୍ରଶାସକ ଅନୁରୋଧ କରିଛନ୍ତି। ଯାଞ୍ଚ ବେଳେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସହଯୋଗ ଯୋଗାଇ ଦିଆଯିବ ବୋଲି ଚିଠିରେ ଉଲ୍ଲେଖ ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ