Masthead

ରତ୍ନଭଣ୍ଡାର ଯାଞ୍ଚ ପାଇଁ ଚିଠି

ପୁରୀ (ବଡ଼ ଖବର ବ୍ୟୁରୋ): ରତ୍ନଭଣ୍ଡାର ଯାଞ୍ଚ ଓ ମରାମତି ପାଇଁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଚିଠି । ଏଏସଆଇ ଡିଜିଙ୍କୁ ଚିଠି ଲେଖିଥିବା ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀଙ୍କ ସୂଚନା । ଖୁବ୍‌ଶୀଘ୍ର ଯାଞ୍ଚ କରି ମରାମତି କାର୍ଯ୍ୟ ପୂର୍ଣ୍ଣାଙ୍ଗ କରିବାକୁ ଚିଠି ଲେଖାଯାଇଛି। ଏଥିସହିତ ଉନ୍ନତମାନର ଅନୁଷ୍ଠାନ ଦ୍ୱାରା ଯାଞ୍ଚ ପ୍ରକ୍ରିୟା କରିବା ପାଇଁ ମୁଖ୍ୟ ପ୍ରଶାସକ ନିବେଦନ ମଧ୍ୟ କରିଛନ୍ତି। ଲେଜର ସ୍କାନିଂ ଓ ଜିପିଆର୍‌ଏସ୍‌ ଦ୍ୱାରା ଯାଞ୍ଚ ପାଇଁ ମୁଖ୍ୟ ପ୍ରଶାସକ ଅନୁରୋଧ କରିଛନ୍ତି। ଯାଞ୍ଚ ବେଳେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସହଯୋଗ ଯୋଗାଇ ଦିଆଯିବ ବୋଲି ଚିଠିରେ ଉଲ୍ଲେଖ ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ