Masthead

ମହାରାଷ୍ଟ୍ରର ରାଜନୀତିରେ ଅନେକ ପରିବର୍ତ୍ତନ ହୋଇଛି: ଉଦ୍ଧବ ଠାକରେ

ମୁମ୍ବାଇ (ବଡ଼ ଖବର ବ୍ୟୁରୋ): ୨୦୨୪ ନିର୍ବାଚନକୁ ନେଇ ଲାଗି ରହିଛି ଛକାପଞ୍ଝା । ନର୍ବାଚନକୁ ନେଇ ମହାରାଷ୍ଟ୍ର ରାଜନୀତି ସରଗରମ ହୋଇଛି । ଏହାରି ଭିତରେ ଶିବସେନା (ୟୁବିଟି) ମୁଖ୍ୟ ଉଦ୍ଧବ ଠାକରେ ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କୁ ପ୍ରଶଂସା କରିଛନ୍ତି । ସେ ଅଜିତଙ୍କୁ ଜଣେ ସଚ୍ଚୋଟ ଏବଂ ଦକ୍ଷ ପ୍ରଶାସକ ବୋଲି କହିଛନ୍ତି । ଶିବସେନା (ୟୁବିଟି) ଦଳର ମୁଖପାତ୍ର ସାମ୍‌ନାରେ ପ୍ରକାଶିତ ଏକ ସାକ୍ଷାତକାରରେ ଉଦ୍ଧବ ଠାକ୍‌ରେ କହିଛନ୍ତି, ଅଜିତ ପାୱାର ସଚ୍ଚୋଟ ଭାବରେ କାର୍ଯ୍ୟ କରନ୍ତି। ଏମଭିଏ ସରକାରର ଅଂଶ ଥିବାବେଳେ ସେ ତାଙ୍କ ବିଭାଗଗୁଡ଼ିକୁ ଭଲ ଭାବରେ ପରିଚାଳନା କରିଥିଲେ ।

ମୁଁ ଭାବୁଛି ବର୍ତ୍ତମାନର ସରକାରରେ ଏହି ବ୍ୟକ୍ତିଙ୍କଠାରୁ କିଛି ଭଲ ଆସିପାରେ। ବର୍ଷେ ହେବ ମହାରାଷ୍ଟ୍ରର ରାଜନୀତିରେ ଅନେକ ପରିବର୍ତ୍ତନ ହୋଇଛି । ଗତ ବର୍ଷ ଜୁନ ମାସରେ ରାଜ୍ୟ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କ ଦଳ ଶିବସେନାରେ ବିଦ୍ରୋହ ପରେ ଏମ୍‌ଭିଏ ସରକାର ଅସୁବିଧାର ସମ୍ମୁଖୀନ ହୋଇଥିଲେ । ଏବଂ ଦଳର ଅଧିକାଂଶ ସଦସ୍ୟ ଏକନାଥ ଶିନ୍ଦେ ଦଳର ନେତୃତ୍ୱ ଗ୍ରହଣ କରିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ଏବେ ପାକିସ୍ତାନ ଉପରେ ପ୍ରତିଶୋଧ ନେବୁ’ 🔴 ପାକିସ୍ତାନର ଏୟାରଷ୍ଟ୍ରାଇକ୍, ୪୦୦ ମୃତ 🔴 ୨୦ ତାରିଖ ଯାଏଁ କାଳବୈଶାଖୀ ବର୍ଷା 🔴 SCB ଅଗ୍ନିକାଣ୍ଡ, ୧୫ ଦିନରେ ରିପୋର୍ଟ ଦେବାକୁ ନିର୍ଦ୍ଦେଶ 🔴 ଏସସିବି ଟ୍ରମା କେୟାରରେ ଅଗ୍ନିକାଣ୍ଡ, ୧୦ ମୃତ 🔴 ପାରାଦୀପ ଛାଡିଲେ ବିଜେପି ବିଧାୟକ 🔴 ଆଜିଠୁ ରାଜ୍ୟରେ କାଳବୈଶାଖୀ ବର୍ଷା ! 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ‘ଏବେ ପାକିସ୍ତାନ ଉପରେ ପ୍ରତିଶୋଧ ନେବୁ’ 🔴 ପାକିସ୍ତାନର ଏୟାରଷ୍ଟ୍ରାଇକ୍, ୪୦୦ ମୃତ 🔴 ୨୦ ତାରିଖ ଯାଏଁ କାଳବୈଶାଖୀ ବର୍ଷା 🔴 SCB ଅଗ୍ନିକାଣ୍ଡ, ୧୫ ଦିନରେ ରିପୋର୍ଟ ଦେବାକୁ ନିର୍ଦ୍ଦେଶ 🔴 ଏସସିବି ଟ୍ରମା କେୟାରରେ ଅଗ୍ନିକାଣ୍ଡ, ୧୦ ମୃତ 🔴 ପାରାଦୀପ ଛାଡିଲେ ବିଜେପି ବିଧାୟକ 🔴 ଆଜିଠୁ ରାଜ୍ୟରେ କାଳବୈଶାଖୀ ବର୍ଷା ! 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର