Masthead

ଇରାକରେ ବଡ଼ ଧରଣର ଆତ୍ମଘାତୀ ଆକ୍ରମଣ, ଅଳ୍ପକେ ବର୍ତ୍ତିଲେ ଇରାକର ପ୍ରଧାନମନ୍ତ୍ରୀ

ବାଗଦାଦ୍(ବଡ଼ ଖବର ବ୍ୟୁରୋ): ଇରାକରେ ବଡ଼ ଧରଣର ଆତ୍ମଘାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ଇରାକର ପ୍ରଧାନମନ୍ତ୍ରୀ। ଇରାକ ପ୍ରଧାନମନ୍ତ୍ରୀ ମୁସ୍ତାଫା ଅଲ-କାଦିମୀ କିଛିଦିନ ଧରି ଆକ୍ରମଣକାରୀଙ୍କ ଟାର୍ଗେଟରେ ଥିଲେ। ଯେଉଁଥିରେ ଆକ୍ରମଣକାରୀମାନେ  ମୁସ୍ତାଫା ଅଲ-କାଦିମୀଙ୍କୁ ଟାର୍ଗେଟ କରି ହାମଲା କରିଥିଲେ। ଏଥିରେ ୫ ଜଣ ଆହତ ହୋଇଥିବା ସୂଚନା ମିଳିଛି ।

ସ୍ଥାନୀୟ ଗଣମାଧ୍ୟମ ଇରାକ ସେନାକୁ ସୂଚନା ଦେଇ କହିଛି ଯେ ଏହି ଆକ୍ରମଣରେ ପ୍ରଧାନମନ୍ତ୍ରୀଙ୍କୁ ଟାର୍ଗେଟ କରିଥିଲେ । ତାଙ୍କୁ ହତ୍ୟା କରିବାକୁ ଉଦ୍ୟମ କରାଯାଇଥିଲା । ତେବେ କାହା ପକ୍ଷରୁ ଏହି ଡ୍ରୋନ୍ ଆକ୍ରମଣ କରାଯାଇଛି, ତାହା ଏପର୍ଯ୍ୟନ୍ତ ଜଣା ପଡିନାହିଁ । ଏହି ଆକ୍ରମଣର ଖବର ସାମ୍ନାକୁ ଆସିବା ମାତ୍ରେ ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷା ବୃଦ୍ଧି ପାଇବା ସହିତ ଗୁପ୍ତଚର ସଂସ୍ଥାକୁ ମଧ୍ୟ ସତର୍କ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ