Masthead

ନଦୀରେ ବୁଡ଼ି ଯୁବକ ମୃତ

ରାଇରଙ୍ଗପୁର(ବଡ଼ ଖବର ବ୍ୟୁରୋ): ନଦୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ। ଏପରି ଦୁଃଖଦ ଘଟଣା ଘଟିଛି ରାଇରଙ୍ଗପୁର ଖଡ଼ଖାଇ ନଦୀ ତଳମୁଣ୍ଡର ହଲାଦା ନିକଟ ଆମ ବାଗ।ନ ଘାଟ ନିକଟରେ। ମୃତକ ହେଲେ କୁଚାଇବୁଢ଼ୀସ୍ଥିତ ଆୟୁଷ ରାମ । ସୂଚନା ଅନୁଯାୟୀ ଆୟୁଷ ତାଙ୍କ ଦୁଇ ସାଙ୍ଗଙ୍କ ସହିତ ଦ୍ୱିପ୍ରହରରେ ନଦୀକୁ ଗାଧେଇବାକୁ ଯାଇଥିଲେ । କିନ୍ତୁ ହଠାତ ପାଣିରେ ବୁଡ଼ି ଯାଇଥିଲେ । ତାଙ୍କୁ ସ୍ଥାନୀୟ ଲୋକଙ୍କ ସାହାଯ୍ୟରେ ଉଦ୍ଧାର କରାଯାଇ ସ୍ଥାନୀୟ ଡାକ୍ତରଖାନାରେ ଭତ୍ତିୟ କରାଯାଇଥିଲା । କିନ୍ତୁ ଡାକ୍ତର ତାଙ୍କୁୁ ମୃତ ଘୋଷଣା କରିଥିଲେ। ଆଉ ଜଣେ ସାଙ୍ଗ ଚେତା ହରାଇ ଚିକିତ୍ସିତ ହେଉଥିବା ବେଳେ ଅନ୍ୟ ଏକ ସାଙ୍ଗକୁ ପୋଲିସ ପଚରାଉଚରା କରୁଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ