ନଦୀରେ ବୁଡ଼ି ଯୁବକ ମୃତ

ରାଇରଙ୍ଗପୁର(ବଡ଼ ଖବର ବ୍ୟୁରୋ): ନଦୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ। ଏପରି ଦୁଃଖଦ ଘଟଣା ଘଟିଛି ରାଇରଙ୍ଗପୁର ଖଡ଼ଖାଇ ନଦୀ ତଳମୁଣ୍ଡର ହଲାଦା ନିକଟ ଆମ ବାଗ।ନ ଘାଟ ନିକଟରେ। ମୃତକ ହେଲେ କୁଚାଇବୁଢ଼ୀସ୍ଥିତ ଆୟୁଷ ରାମ । ସୂଚନା ଅନୁଯାୟୀ ଆୟୁଷ ତାଙ୍କ ଦୁଇ ସାଙ୍ଗଙ୍କ ସହିତ ଦ୍ୱିପ୍ରହରରେ ନଦୀକୁ ଗାଧେଇବାକୁ ଯାଇଥିଲେ । କିନ୍ତୁ ହଠାତ ପାଣିରେ ବୁଡ଼ି ଯାଇଥିଲେ । ତାଙ୍କୁ ସ୍ଥାନୀୟ ଲୋକଙ୍କ ସାହାଯ୍ୟରେ ଉଦ୍ଧାର କରାଯାଇ ସ୍ଥାନୀୟ ଡାକ୍ତରଖାନାରେ ଭତ୍ତିୟ କରାଯାଇଥିଲା । କିନ୍ତୁ ଡାକ୍ତର ତାଙ୍କୁୁ ମୃତ ଘୋଷଣା କରିଥିଲେ। ଆଉ ଜଣେ ସାଙ୍ଗ ଚେତା ହରାଇ ଚିକିତ୍ସିତ ହେଉଥିବା ବେଳେ ଅନ୍ୟ ଏକ ସାଙ୍ଗକୁ ପୋଲିସ ପଚରାଉଚରା କରୁଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!