Masthead

ଭାଲୁ ଆକ୍ରମଣରେ ବୃଦ୍ଧ ଗୁରୁତର

ନୂଆପଡ଼ା (ବଡ଼ ଖବର ବ୍ୟୁରୋ): ଭାଲୁ ଆକ୍ରମଣରେ ବୃଦ୍ଧ ଗୁରୁତର । ସକାଳୁ ସକାଳୁ ଭାଲୁ ଆକ୍ରମଣରେ ଜଣେ ଗୁରୁତର ହୋଇଥିବା ଖବର ସାମ୍ନାକୁ ଆସିଛି। ନୂଆପଡ଼ା ଜିଲ୍ଲା ମୁଢେଲା ଗାଁର ଜଣେ ବୃଦ୍ଧ ମକୁ ସତନାମୀ ସକାଳୁ ଶୌଚ ହେବାକୁ ଯାଇଥିବା ବେଳେ ଭାଲୁ ଆକ୍ରମଣ କରିଥିଲା। ବୃଦ୍ଧ ଜଣଙ୍କ ଚିତ୍କାର କରିବାରୁ ଗାଁ ଲୋକେ ପହଞ୍ଚି ବୃଦ୍ଧଙ୍କୁ ଉଦ୍ଧାର କରିଥିଲେ। ଭାଲୁ ଆକ୍ରମଣରେ ବୃଦ୍ଧଙ୍କ ମୁଣ୍ଡରେ ଭୀଷଣ ଆଘାତ ଲାଗିଥିବା ଜଣାପଡ଼ିଛି। ଦୁଇ ଛୁଆ ସହିତ ଭାଲୁ ସ୍ଥାନୀୟ ଜଙ୍ଗଲ ଆଡ଼କୁ ଚାଲି ଯାଇଥିବା ଗାଁ ଲୋକେ ପ୍ରକାଶ କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’