Masthead

ଓଡ଼ିଶାକୁ ସ୍ୱତନ୍ତ୍ର ରାଜ୍ୟ ପାହ୍ୟା ଦାବିରେ ପଦଯାତ୍ରା

ନିମାପଡ଼ା(ବଡ଼ ଖବର ବ୍ୟୁରୋ): ଓଡ଼ିଶାକୁ ସ୍ୱତନ୍ତ୍ର ରାଜ୍ୟ ପାହ୍ୟା ଦାବି କରି ଗତ ୨୦୧୯ମସିହା ଜୁଲାଇ ୧୦ ତାରିଖରୁ ଯାଜପୁର ବଡ଼ଚଣାରୁ ବାହାରିଥିବା ଜଗତସିଂହପୁର ବାଲିକୁଦା ବ୍ଳକର ସତ୍ୟବ୍ରତ ଦାସ ଆଜି ନିମାପଡ଼ାରେ ପହଂଚିଛନ୍ତି । ଓଡ଼ିଶାକୁ ସ୍ୱତନ୍ତ୍ର ରାଜ୍ୟ ପାହ୍ୟା ଦାବି ନେଇ ୩୧୪ ବ୍ଲକ ପରିକ୍ରମା କରିବାକୁ ଯୋଜନା ରଖିଥିବା ବେଳେ ସେ ଆଜି ପର୍ଯ୍ୟନ୍ତ ୩୦୩ ବ୍ଲକରେ ପହଂଚି ଦାବିପତ୍ର ଦେଇଥିବା ସତ୍ୟବ୍ରତ କହିଛନ୍ତି । ସେ ୫୫୦ ଦିନରେ ୯୪୧୦ କିଲୋମିଟର ବାଟ ପଦଯାତ୍ରା କରି ଆଜି ଅପରାହ୍ନରେ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ନିମାପଡ଼ା ବିଡ଼ିଓ ମନୋଜ କୁମାର ବେହେରାଙ୍କୁ ପ୍ରଦାନ କରିଛନ୍ତି । ଯେ ପର୍ଯ୍ୟନ୍ତ ଓଡ଼ିଶାକୁ ସ୍ୱତନ୍ତ୍ର ରାଜ୍ୟ ପାହ୍ୟା ନ ମିଳିଛି ସେ ପର୍ଯ୍ୟନ୍ତ ସଂଘର୍ଷ ଯାରିରଖିବେ ବୋଲି କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା