Masthead

ଝାନସୀରେ ଭୟଙ୍କର ଅଗ୍ନିକାଣ୍ଡ

ଉତ୍ତରପ୍ରଦେଶ(ବଡ଼ ଖବର ବ୍ୟୁରୋ): ଉତ୍ତରପ୍ରଦେଶ ଝାନସୀରେ ଭୟଙ୍କର ଅଗ୍ନିକାଣ୍ଡ । ୩ ଜଣ ଜୀବନ୍ତ ଦଗ୍ଧ ହୋଇଥିବା ବେଳେ ଚିକିତ୍ସାଧୀନ ଅବସ୍ଥାରେ ଜଣଙ୍କ ଜୀବନ ଯାଇଛି । ଝାନସୀର ଏକ ମାର୍କେଟରେ ଅଗ୍ନିକାଣ୍ଡ ହୋଇଥିଲା । ନିଆଁ ଲିଭାଇବା ପାଇଁ ୮୦ଟି ଦମକଳ ଗାଡି ନିୟୋଜିତ ହୋଇଥିଲା । ନିଆଁ ଏତେ ଭୟଙ୍କର ଥିଲା ଯେ, ଉଦ୍ଧାର କାର୍ୟ୍ୟ ପାଇଁ ସେନାର ସହାୟତା ନିଆଯାଇଥିଲା ।

୧୦ ଘଣ୍ଟା ଚାଲିଥିଲା ରେସକ୍ୟୁ ଅପରେସନ୍ ଚାଲିଥିବା ବେଳେ ସେନା ସହିତ ପୋଲିସ ମଧ୍ୟ ରେସକ୍ୟୁ ଅପରେସନରେ ସାମିଲ ହୋଇଥିଲା । ପ୍ରଥମେ ମାର୍କେଟରେ ଥିବା ଏକ ଇଲେକ୍ଟ୍ରୋନିକ୍ସ ଦୋକାନରେ ନିଆଁ ଲାଗିଥିଲା । ଏହା ପରେ ନିଆଁ ଗୋଟିଏ ପରେ ଗୋଟିଏ ଦୋକାନକୁ ବ୍ୟାପିଥିଲା । ତେବେ ଘଟଣାର ତଦନ୍ତ କରିବା ପାଇଁ ନିଦେ୍ର୍ଦଶ ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ