Masthead

ଡଷ୍ଟବିନରୁ ଗୋଟାଇ ଖାଇଲେ ମାନସିକ ବିକୃତ ବ୍ୟକ୍ତି

ବୌଦ୍ଧ(ବଡ଼ ଖବର ବ୍ୟୁରୋ): ଡ଼ଷ୍ଟବିନରୁ ଅଇଁଠା ଖାଦ୍ୟ ଖାଇଲେ ମାନସିକ ବିକୃତ ବ୍ୟକ୍ତି। ଲକ ଡାଉନ ସମୟରେ ସରକାର ଗରିବ ତଥା ମାନସିକ ବିକୃତମାନଙ୍କୁ ଖାଦ୍ୟ ଯୋଗାଣ ପ୍ରତି ଧ୍ୟାନ ଦେଉ ନାହାନ୍ତି।

ଫଳରେ ଜଣେ ମାନସିକ ବିକୃତ ଡ଼ଷ୍ଟବିନରୁ ଅଇଁଠା ଖାଦ୍ୟ ବାହାର କରି ଖାଉଥିବା ଦେଖିବାକୁ ମିଳିଛି। ଏଦୃଶ୍ୟଟି ହେଉଛି ବୌଦ୍ଧ ଜିଲ୍ଲା ସଦର ମହକୁମାରର। ଗରିବ ଅସହାୟଙ୍କ ପାଇଁ କିଛି ପଦକ୍ଷେପ ଗ୍ରହଣ କରାଯିବା ଉଚିତ୍ ନୁହେଁ କି?

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା