Masthead

କର୍କଟ ରୋଗରେ ଆକ୍ରାନ୍ତ ଦେଢ଼ ବର୍ଷର ଶିଶୁ

ଧର୍ମଶାଳା(ବଡ଼ ଖବର ବ୍ୟୁରୋ): କର୍କଟ ରୋଗରେ ଆକ୍ରାନ୍ତ ଦେଢ଼ ବର୍ଷର ଶିଶୁ, ଜୀବନ ମରଣ ସହିତ ଲଢ଼ୁଛି । ସହାୟତା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଗୁହାରୀ କଲେ ପରିବାର ଲୋକେ । ଯାଜପୁର ଜିଲ୍ଲା ଧର୍ମଶାଳା ସିଙ୍ଗାପୁର ଗାଁର କୁଳମଣି ମହାଳିକଙ୍କ ପୁଅ ମହେଶ । ସାତ ମାସ ଧରି କର୍କଟ ରୋଗ ଆକ୍ରାନ୍ତ । ଚିକିତ୍ସାରେ ଅର୍ଥ ସାଜିଛି ବାଧକ ।

ବିଏସକେୱାଇ ଯୋଜନାରେ ମିଳିଥିବା ୫ ଲକ୍ଷ ମଧ୍ୟ ଚିକିତ୍ସାରେ ଖର୍ଚ୍ଚ ହୋଇସାରିଛି । ଏବେ ଆହୁରି ୫ ରୁ ୭ ଲକ୍ଷ ଟଙ୍କାର ଆବଶ୍ୟକତା ଅଛି । ତେଣୁ ପରିବାର ଲୋକେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଚାହିଁ ବସିଛନ୍ତି। ଯଦି କୌଣସି ସହୃଦୟ ବ୍ୟକ୍ତି ଏହି ପିଲାଟିର ଜୀବନ ପାଇଁ ସାହାଯ୍ୟ କରିବାକୁ ଚାହୁଁ ଥିବେ ତେବେ ୯୬୬୮୨୨୦୪୭୪ରେ ଯୋଗାଯୋଗ କରି ପାରିବେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ