Masthead

କର୍କଟ ରୋଗରେ ଆକ୍ରାନ୍ତ ଦେଢ଼ ବର୍ଷର ଶିଶୁ

ଧର୍ମଶାଳା(ବଡ଼ ଖବର ବ୍ୟୁରୋ): କର୍କଟ ରୋଗରେ ଆକ୍ରାନ୍ତ ଦେଢ଼ ବର୍ଷର ଶିଶୁ, ଜୀବନ ମରଣ ସହିତ ଲଢ଼ୁଛି । ସହାୟତା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଗୁହାରୀ କଲେ ପରିବାର ଲୋକେ । ଯାଜପୁର ଜିଲ୍ଲା ଧର୍ମଶାଳା ସିଙ୍ଗାପୁର ଗାଁର କୁଳମଣି ମହାଳିକଙ୍କ ପୁଅ ମହେଶ । ସାତ ମାସ ଧରି କର୍କଟ ରୋଗ ଆକ୍ରାନ୍ତ । ଚିକିତ୍ସାରେ ଅର୍ଥ ସାଜିଛି ବାଧକ ।

ବିଏସକେୱାଇ ଯୋଜନାରେ ମିଳିଥିବା ୫ ଲକ୍ଷ ମଧ୍ୟ ଚିକିତ୍ସାରେ ଖର୍ଚ୍ଚ ହୋଇସାରିଛି । ଏବେ ଆହୁରି ୫ ରୁ ୭ ଲକ୍ଷ ଟଙ୍କାର ଆବଶ୍ୟକତା ଅଛି । ତେଣୁ ପରିବାର ଲୋକେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଚାହିଁ ବସିଛନ୍ତି। ଯଦି କୌଣସି ସହୃଦୟ ବ୍ୟକ୍ତି ଏହି ପିଲାଟିର ଜୀବନ ପାଇଁ ସାହାଯ୍ୟ କରିବାକୁ ଚାହୁଁ ଥିବେ ତେବେ ୯୬୬୮୨୨୦୪୭୪ରେ ଯୋଗାଯୋଗ କରି ପାରିବେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ