Masthead

ଜାମ୍ମୁ-କାଶ୍ମୀରରେ ଯାତ୍ରୀବାହୀ ବସ ଦୁର୍ଘଟଣାଗ୍ରସ୍ତ

ଶ୍ରୀନଗର(ବଡ଼ ଖବର ବ୍ୟୁରୋ): ଜାମ୍ମୁ-କଶ୍ମୀରର ଡୋଡା ଜିଲ୍ଲା ଗ୍ୱାରୀ ଜିଲ୍ଲାରେ ଘଟିଛି ଏକ ଅଭାବନୀୟ ଘଟଣା । ଏକ ଯାତ୍ରୀବାହୀ ମିନି ବସ ଖାଇକୁ ଖସି ପଡ଼ିଛି । ଯାହାଫଳରେ ୮ଜଣ ଯାତ୍ରୀଙ୍କ ମୃତ୍ୟୁ ହୋଇଛି । ଦୁର୍ଘଟଣାରେ ୧୨ରୁ ଅଧିକ ଯାତ୍ରୀ ଆହତ ହୋଇଥିବାର ସୂଚନା ମିଳିଛି । ଖବର ପାଇବା ପରେ ସ୍ଥାନୀୟ ଗ୍ରାମବାସୀ ଉଦ୍ଧାର ପାଇଁ ଘଟଣାସ୍ଥଳରେ ପହଞ୍ଚିଥିଲେ ।

ଏହା ପରେ ସେମାନେ ପୁଲିସ ଏବଂ ସେନାକୁ ସୂଚନା ଦେଇଥିଲେ । ଦୁର୍ଘଟଣା ସମ୍ପର୍କରେ ସୂଚନା ପାଇବା ପରେ ପ୍ରଶାସନିକ ଅଧିକାରୀ, ସ୍ୱାସ୍ଥ୍ୟ ବିଭାଗର କର୍ମଚାରୀମାନେ ଆମ୍ବୁଲାନ୍ସ ଯୋଗେ ଘଟଣାସ୍ଥଳରେ ପହଞ୍ଚିଥିଲେ । ପରେ ସମସ୍ତ ଆହତମାନଙ୍କୁ ଚିକିତ୍ସା ପାଇଁ ଜିଲ୍ଲା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ