Masthead

ଆଜି ପ୍ରାକ୍ ମୌସୁମୀ ବାତ୍ୟା ମୁକାବିଲା ପାଇଁ ବସିବ ପ୍ରସ୍ତୁତି ବୈଠକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ପ୍ରାକ୍ ମୌସୁମୀ ବାତ୍ୟା ମୁକାବିଲା ପାଇଁ ବସିବ ପ୍ରସ୍ତୁତି ବୈଠକ । ଦିନ ସାଢେ ୧୦ ଟାରେ ଲୋକସେବା ଭବନରେ ବସିବାକୁ ଥିବା ବୈଠକର ଅଧ୍ୟକ୍ଷତା କରିବେ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା । ବୈଠକରେ ଆଇଏମଡି ପାୱାର ପଏଣ୍ଟ ମାଧ୍ୟମରେ ବାତ୍ୟା ସମ୍ପର୍କରେ ତଥ୍ୟ ରଖିବେ । ଡପଲର ରାଡାର ସମ୍ପର୍କରେ ମଧ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯିବ ।

ବାତ୍ୟା ସମୟରେ କିପରି ଟେଲିକମ୍ୟୁନିକେସ୍ ବ୍ୟବସ୍ଥା କାର୍ୟ୍ୟକାରୀ ହେବ ସେନେଇ ଆଲୋଚନା କରାଯିବ । ଓଡ୍ରାଫ୍ ସହିତ ଅଗ୍ନିଶମ, ଏନଡିଆରଏଫ୍ ଏବଂ ଆବଶ୍ୟକସ୍ଥଳେ ସେନାର ସହାୟତା ନେଇ ଆଲୋଚନା ହେବ । ଆଶ୍ରୟସ୍ଥଳୀ ଗୁଡ଼ିକର ପ୍ରସ୍ତୁତି ଓ ମକଡ୍ରିଲ ସମ୍ପର୍କରେ ବୈଠକରେ ରୋଡମ୍ୟାପ୍ ପ୍ରସ୍ତୁତ କରାଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ