Masthead

ଆପକୁ ଝଟ୍‌କା, ମନୀଷ ସିସୋଦିଆଙ୍କୁ ମିଳିଲାନି ଜାମିନ

ଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଦିଲ୍ଲୀର ପୂର୍ବତନ ଉପ-ମୁଖ୍ୟମନ୍ତ୍ରୀ ବରିଷ୍ଠ ନେତା ମନୀଷ ସିସୋଦିଆଙ୍କୁ ଝଟ୍‌କା। ମନୀଷ ସିଶୋଦିଆଙ୍କ ଜାମିନ ଆବେଦନକୁ ରାୱଜ ଏଭିନ୍ୟୁ କୋର୍ଟ ଦ୍ୱିତୀୟ ଥର ପାଇଁ ଖାରଜ କରି ଦେଇଛନ୍ତି ।

ଦିଲ୍ଲୀ ଅବକାରୀ ନୀତି ମାମଲାରେ ମନୀଷ ସିଶୋଦିଆଙ୍କ ଜାମିନ ଆବେଦନ ଉପରେ ଶୂଣାଣି କରି କୋର୍ଟ ରାୟ ସଂରକ୍ଷିତ ରଖିଥିଲେ । ରାୱଜ ଏଭିନ୍ୟୁ କୋର୍ଟର ବିଚାରପତି ଜଷ୍ଟିସ କାବେରୀ ବାବେଜାଙ୍କ ସାମ୍ନାରେ ସିବିଆଇ କହିଥିଲା କି, ଦିଲ୍ଲୀ ଅବକାରୀନୀତି ମାମଲାରେ ମୁଖ୍ୟ ଅପରାଧୀ ହେଉଛନ୍ତି ମନୀଷ ସିସୋଦିଆ । ତାଙ୍କୁ ଜାମିନ ଦେବା ଉଚିତ୍ ନୁହେଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ