Masthead

ଶ୍ରୀମନ୍ଦିର ସୁରକ୍ଷା ପାଇଁ ଗଠନ ହେବ ସ୍ୱତନ୍ତ୍ର ବାଟାଲିୟନ

ପୁରୀ (ବଡ଼ ଖବର ବ୍ୟୁରୋ): ଶ୍ରୀମନ୍ଦିର ସୁରକ୍ଷା ପାଇଁ ଗଠନ ହେବ ସ୍ୱତନ୍ତ୍ର ବାଟାଲିୟନ । ସ୍ୱତନ୍ତ୍ର ସୁରକ୍ଷା ବାଟାଲିୟନ ପ୍ରସ୍ତାବକୁ ଅନୁମୋଦନ କଲେ ମୁଖ୍ୟମନ୍ତ୍ରୀ । ଶ୍ରୀମନ୍ଦିରରେ ଭକ୍ତଙ୍କ ଭିଡ଼କୁ ଦୃଷ୍ଟିରେ ରଖି ଏହି ବ୍ୟବସ୍ଥା କରାଯାଇଛି । ସ୍ୱତନ୍ତ୍ର ସୁରକ୍ଷା ବାଟାଲିୟନରେ ରହିବେ ୧୧୯୦ସୁରକ୍ଷାକର୍ମୀ । ଶ୍ରୀମନ୍ଦିର ସୁରକ୍ଷା ଓ ଭିଡ଼ ନିୟନ୍ତ୍ରଣ କରିବ ଏହି ସ୍ୱତନ୍ତ୍ର ବାଟାଲିୟନ । ଏହି ସ୍ୱତନ୍ତ୍ର ବାଟାଲିୟନ ପୁରୀ ଏସପିଙ୍କ ଅଧୀନରେ ରହି କାର୍ଯ୍ୟ କରିବ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା ।