Masthead

ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରୁଛନ୍ତି ଷ୍ଟାର ପ୍ରଚାରକ

ଝାରସୁଗୁଡ଼ା (ବଡ଼ ଖବର ବ୍ୟୁରୋ): ଝାରସୁଗୁଡ଼ା ଉପନିର୍ବାଚନ ଯେତିକି ପାଖେଇ ଆସୁଛି ରାଜନୈତିକ ଉଷ୍ମତା ସେତିକି ବଢିବାରେ ଲାଗିଛି । ଭୋଟ ହାତେଇବା ପାଇଁ ତିନି ପ୍ରମୁଖ ଦଳ କରୁଛନ୍ତି ଜୋରଦାର ପ୍ରଚାର । ବିଜେଡି ପ୍ରାର୍ଥୀ ଦୀପାଲି ଦାସ, ବିଜେପି ପ୍ରାର୍ଥୀ ଟଙ୍କଧର ତ୍ରିପାଠୀ, କଂଗ୍ରେସ ପ୍ରାର୍ଥୀ ତରୁଣ ପାଣ୍ଡେ ଭୋଟରଙ୍କ ପାଖକୁ ଯାଇ ଭୋଟ ଭିକ୍ଷା କରୁଛନ୍ତି । ବିଜେଡିର ଷ୍ଟାର ପ୍ରଚାରକ ଭାବେ ରିତା ସାହୁ , ପ୍ରତାପ ଜେନା , ଶାରଦା ନାଏକ, ସ୍ନେହାଗିନୀ ଛୁରିଆ, ପ୍ରସନ୍ନ ଆଚାର୍ଯ୍ୟ, ଦିବ୍ୟ ଶଙ୍କର ମିଶ୍ର , ଟୁକୁନି ସାହୁ, ନିରଞ୍ଜନ ପୁଜାରୀ, ଅଳକା ମହାନ୍ତି, ପ୍ରତାପ ଦେବ ପ୍ରଚାର ସାମିଲ ଥିବାବେଳ ବିଜେପିର ଷ୍ଟାର ପ୍ରଚାରକ ଭାବେ ଲେଖାଶ୍ରୀ ସାମନ୍ତସିଂହାର , ମହିଳା ମୋର୍ଚ୍ଚା ସଭାପତି ସ୍ମୁତି ପଟ୍ଟନାୟକ, ବସନ୍ତ ପଣ୍ଡା, ପୂର୍ବତନ ସଭାପତି ସମୀର ମହାନ୍ତି , ସଭାପତି ମନମୋହନ ସାମଲଙ୍କ ସହ ଆଜି ପ୍ରଚାର ମଇଦାନରେ ଓହ୍ଲାଇବେ ବୈଜନ୍ତ ପଣ୍ଡା । ସେହିପରି କଂଗ୍ରେସ ପ୍ରାର୍ଥୀ ତରୁଣ ପାଣ୍ଡେଙ୍କ ସହ ପିସିସି ସଭାପତି ଶରତ ପଟ୍ଟନାୟକ ଘରକୁ ଘରକୁ ବୁଲି ଭୋଟ ଭିକ୍ଷା କରୁଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ