Masthead

ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରୁଛନ୍ତି ଷ୍ଟାର ପ୍ରଚାରକ

ଝାରସୁଗୁଡ଼ା (ବଡ଼ ଖବର ବ୍ୟୁରୋ): ଝାରସୁଗୁଡ଼ା ଉପନିର୍ବାଚନ ଯେତିକି ପାଖେଇ ଆସୁଛି ରାଜନୈତିକ ଉଷ୍ମତା ସେତିକି ବଢିବାରେ ଲାଗିଛି । ଭୋଟ ହାତେଇବା ପାଇଁ ତିନି ପ୍ରମୁଖ ଦଳ କରୁଛନ୍ତି ଜୋରଦାର ପ୍ରଚାର । ବିଜେଡି ପ୍ରାର୍ଥୀ ଦୀପାଲି ଦାସ, ବିଜେପି ପ୍ରାର୍ଥୀ ଟଙ୍କଧର ତ୍ରିପାଠୀ, କଂଗ୍ରେସ ପ୍ରାର୍ଥୀ ତରୁଣ ପାଣ୍ଡେ ଭୋଟରଙ୍କ ପାଖକୁ ଯାଇ ଭୋଟ ଭିକ୍ଷା କରୁଛନ୍ତି । ବିଜେଡିର ଷ୍ଟାର ପ୍ରଚାରକ ଭାବେ ରିତା ସାହୁ , ପ୍ରତାପ ଜେନା , ଶାରଦା ନାଏକ, ସ୍ନେହାଗିନୀ ଛୁରିଆ, ପ୍ରସନ୍ନ ଆଚାର୍ଯ୍ୟ, ଦିବ୍ୟ ଶଙ୍କର ମିଶ୍ର , ଟୁକୁନି ସାହୁ, ନିରଞ୍ଜନ ପୁଜାରୀ, ଅଳକା ମହାନ୍ତି, ପ୍ରତାପ ଦେବ ପ୍ରଚାର ସାମିଲ ଥିବାବେଳ ବିଜେପିର ଷ୍ଟାର ପ୍ରଚାରକ ଭାବେ ଲେଖାଶ୍ରୀ ସାମନ୍ତସିଂହାର , ମହିଳା ମୋର୍ଚ୍ଚା ସଭାପତି ସ୍ମୁତି ପଟ୍ଟନାୟକ, ବସନ୍ତ ପଣ୍ଡା, ପୂର୍ବତନ ସଭାପତି ସମୀର ମହାନ୍ତି , ସଭାପତି ମନମୋହନ ସାମଲଙ୍କ ସହ ଆଜି ପ୍ରଚାର ମଇଦାନରେ ଓହ୍ଲାଇବେ ବୈଜନ୍ତ ପଣ୍ଡା । ସେହିପରି କଂଗ୍ରେସ ପ୍ରାର୍ଥୀ ତରୁଣ ପାଣ୍ଡେଙ୍କ ସହ ପିସିସି ସଭାପତି ଶରତ ପଟ୍ଟନାୟକ ଘରକୁ ଘରକୁ ବୁଲି ଭୋଟ ଭିକ୍ଷା କରୁଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା