Masthead

ବିଜେପି ରାଜନୀତି ଯୋଗୁଁ ଗୋଟିଏ ରାଜ୍ୟ ନଷ୍ଟ ହୋଇଯାଇଛି: ରାହୁଲ ଗାନ୍ଧି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ପ୍ରଧାନମନ୍ତ୍ରୀଙ୍କୁ ରାହୁଲ ଗାନ୍ଧିଙ୍କ ଟାର୍ଗେଟ । କହିଛନ୍ତି ଯେ ବିଜେପି ରାଜନୀତି ଯୋଗୁଁ ଗୋଟିଏ ରାଜ୍ୟ ନଷ୍ଟ ହୋଇଯାଇଛି। ସେଥିପାଇଁ ମୁଁ କହିଲି ଯେ ମଣିପୁରରେ ଭାରତମାତାକୁ ହତ୍ୟା କରାଯାଇଛି। ପ୍ରଧାନମନ୍ତ୍ରୀ ମଣିପୁରର ମହିଳାମାନଙ୍କୁ ପରିହାସ କରିଛନ୍ତି । ପ୍ରଧାନମନ୍ତ୍ରୀ ଆମର ପ୍ରତିନିଧୀ । ତାଙ୍କୁ ଦୁଇ ଘଣ୍ଟା ଧରି କଂଗ୍ରେସକୁ ପରିହାସ କରୁଥିବା ଦେଖିବା ଠିକ୍ ନୁହେଁ। ମୁଁ ବାଜପେୟୀ, ଦେବ ଗୌଡ଼ାଙ୍କୁ ଦେଖିଛି, ସେମାନେ ଏହା କରିନାହାଁନ୍ତି । ପ୍ରଧାନମନ୍ତ୍ରୀଙ୍କ ଭାଷଣ ଭାରତ ବିଷୟରେ ନୁହେଁ ବରଂ ନିଜ ବିଷୟରେ ଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି