Masthead

କନଷ୍ଟେବଳ ଇଂଟରଭ୍ୟୁ ବେଳେ ଅଘଟଣ, ପରୀକ୍ଷାର୍ଥୀ ମୃତ

ଗଞ୍ଜାମ(ବଡ଼ ଖବର ବ୍ୟୁରୋ): ଓଡ଼ିଶା ପୋଲିସ କନଷ୍ଟେବଳ ଇଂଟରଭ୍ୟୁ ବେଳେ ଅଘଟଣ । ପରୀକ୍ଷା ବେଳେ ଗଲା ଜୀବନ । କନେଷ୍ଟବଳ ନିଯୁକ୍ତି ପାଇଁ ୧୬୦୦ମିଟର ଧାଇଁବା ବେଳେ ଚେତାଶୂନ୍ୟ ହୋଇପଡିଥିଲେ ଯୁବକ । ଗଞ୍ଜାମ ଜିଲ୍ଲା ଛତ୍ରପୁରରେ ଘଟିଛି ଏଭଳି ଅଭାବନୀୟ ଘଟଣା । ଛତ୍ରପୁର ରିଜର୍ଭ ପୋଲିସ ପଡିଆ ଠାରେ ୧୬୦୦ ମିଟର ଦୌଡିବା ସମୟରେ ଜଣେ ପରୀକ୍ଷାର୍ଥୀ ହଠାତ୍ ଅଚେତ ହୋଇପଡ଼ି ମୃତ୍ୟୁବରଣ କରିଛନ୍ତି । ଚେତାଶୂନ୍ୟ ହେବାପରେ ତାଙ୍କୁ ପ୍ରଥମେ ଛତ୍ରପୁର ମେଡ଼ିକାଲ ପରେ ବ୍ରହ୍ମପୁର ଏମକେସିଜି କୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି ।

ମୃତକ ଜଣତ ହେଲେ ଗଞ୍ଜାମ ଖଲ୍ଲିକୋଟ ଶ୍ୟାମସୁନ୍ଦରପୁରର ଗୌରହରି ଦାସଙ୍କ ପୁଅ ଦୀପ୍ତିରଞ୍ଜନ ଦାସ । ସେହିପରି ପୁରୀ ଜିଲ୍ଲାର କନଷ୍ଟେବଳ ଲାଗି ଦୈଡ ପ୍ରତିଯୋଗିତା ଜାରି ରହିଥିବା ବେଳେ ୩ ଯୁବତୀ ଅଚେତ ହୋଇପଡିଥିଲେ । ସେମାନଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି