Masthead

ସ୍କୁଲ ଫିସ ଦେଇ ନଥିବାରୁ ଖରାରେ ଛିଡା ହେଲେ ଛାତ୍ରୀ

ଅନୁଗୁଳ(ବଡ଼ ଖବର ବ୍ୟୁରୋ): ଅନୁଗୁଳର ଶିମିଳିପଡା ନିକଟ ରାଣିଗୁଡା ପମ୍ପହାଉସ ନିକଟରେ ଏକ ଓମ ବିଦ୍ୟାମନ୍ଦିର ସ୍କୁଲ ଅଛି । ଏହି ବିଦ୍ୟାଳୟରେ ରାଜଲକ୍ଷ୍ମୀ ପାତ୍ର ନାମ୍ନୀ(୯) ଜଣେ ଛାତ୍ରୀ ଚତୁର୍ଥ ଶ୍ରେଣୀରେ ପାଠ ପଢନ୍ତି ।

ତିନିମାସ ହେବ ସ୍କୁଲ ଫିସ ଦେଇ ନଥିବାରୁ ଗତକାଲି ସ୍କୁଲରେ ଛାତ୍ରୀଙ୍କୁ ତିନିଘଣ୍ଟା ପର‌୍ୟ୍ୟନ୍ତ ଖରାରେ ଛିଡା କରାଯାଇଥିଲା ବୋଲି ଛାତ୍ରୀ ଓ ପରିବାର ପକ୍ଷରୁ ଅଭିଯୋଗ ହୋଇଥିଲା । । ଏ ନେଇ ସ୍କୁଲ କର୍ତ୍ତୃପକ୍ଷଙ୍କୁ ପଚାରିବାରୁ ସ୍କୁଲ କର୍ତ୍ତୃପକ୍ଷ ଅଭିଯୋଗକୁ ଖଣ୍ଡନ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ