Masthead

ଜଣେ ସଫଳ ମତ୍ସ୍ୟଚାଷୀ

ମୟୁରଭଞ୍ଜ(ବଡ଼ ଖବର ବ୍ୟୁରୋ): ଜଣେ ସଫଳ ମତ୍ସ୍ୟଚାଷୀ । ପଦ୍ମାବତୀ ମହନ୍ତ । ମୟୂରଭଞ୍ଜ ଜିଲ୍ଲା ବାରିପଦା ବ୍ଲକ ଅନ୍ତର୍ଗତ ବଡ଼ଯୋଡ଼ ଗ୍ରାମ ପଞ୍ଚାୟତର ଗୋଟିଏ ପଞ୍ଚାୟତ ପୋଖରୀକୁ ଲିଜ ନେଇ ସେ ମାଛଚାଷ କରୁଛନ୍ତି। ସେ ଧରିଥିବା ଭାକୁର ମାଛର ଓଜନ ନଅ କେଜି । ପୋଖରୀରୁ ମାଛ ଧରା ଯାଉଥିବା ବେଳେ ଏହି ଭାକୁର ମାଛଟି ଜାଲରେ ପଡ଼ିଥିଲା।

ନିଜ କୋଳକୁ ମାଛଟିକୁ ଅତି ଖୁସିରେ ଉଠାଇନେଇଥିଲେ ପଦ୍ମାବତୀ। ତେବେ ରାଜ୍ୟର ଅଗଣିତ ମହିଳା ମତ୍ସ୍ୟଚାଷୀ ତଥା ଗ୍ରାମ ପଞ୍ଚାୟତ ପୋଖରୀରେ ମାଛଚାଷ ପାଇଁ ଆଗ୍ରହ ପ୍ରକାଶ କରୁଥିବା ମହିଳା ସ୍ଵଂୟ ସହାୟିକା ଗୋଷ୍ଠୀ ମାନଙ୍କ ପାଇଁ ପଦ୍ମାବତୀ ପ୍ରେରଣା ପାଲଟିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ