ଜଣେ ସଫଳ ମତ୍ସ୍ୟଚାଷୀ

ମୟୁରଭଞ୍ଜ(ବଡ଼ ଖବର ବ୍ୟୁରୋ): ଜଣେ ସଫଳ ମତ୍ସ୍ୟଚାଷୀ । ପଦ୍ମାବତୀ ମହନ୍ତ । ମୟୂରଭଞ୍ଜ ଜିଲ୍ଲା ବାରିପଦା ବ୍ଲକ ଅନ୍ତର୍ଗତ ବଡ଼ଯୋଡ଼ ଗ୍ରାମ ପଞ୍ଚାୟତର ଗୋଟିଏ ପଞ୍ଚାୟତ ପୋଖରୀକୁ ଲିଜ ନେଇ ସେ ମାଛଚାଷ କରୁଛନ୍ତି। ସେ ଧରିଥିବା ଭାକୁର ମାଛର ଓଜନ ନଅ କେଜି । ପୋଖରୀରୁ ମାଛ ଧରା ଯାଉଥିବା ବେଳେ ଏହି ଭାକୁର ମାଛଟି ଜାଲରେ ପଡ଼ିଥିଲା।

ନିଜ କୋଳକୁ ମାଛଟିକୁ ଅତି ଖୁସିରେ ଉଠାଇନେଇଥିଲେ ପଦ୍ମାବତୀ। ତେବେ ରାଜ୍ୟର ଅଗଣିତ ମହିଳା ମତ୍ସ୍ୟଚାଷୀ ତଥା ଗ୍ରାମ ପଞ୍ଚାୟତ ପୋଖରୀରେ ମାଛଚାଷ ପାଇଁ ଆଗ୍ରହ ପ୍ରକାଶ କରୁଥିବା ମହିଳା ସ୍ଵଂୟ ସହାୟିକା ଗୋଷ୍ଠୀ ମାନଙ୍କ ପାଇଁ ପଦ୍ମାବତୀ ପ୍ରେରଣା ପାଲଟିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ