Masthead

ପୁଣି ଏକ ସନ୍ଦିଗ୍ଧ ପାରା ଉଦ୍ଧାର

ବାସୁଦେବପୁର(ବଡ଼ ଖବର ବ୍ୟୁରୋ): ପୁଣି ଏକ ସନ୍ଦିଗ୍ଧ ପାରା ଉଦ୍ଧାର । ବାସୁଦେବପୁର ବାଲିମେଦ ଅଞ୍ଚଳରୁ ପାରା ଉଦ୍ଧାର କରାଯାଇଛି । ପାରାର ଗୋଡ଼ରେ ପିତ୍ତଳ ରିଙ୍ଗରେ କିଛି ଲେଖାଥିବା ଦେଖିବାକୁ ମିଳିଛି । ପାରାକୁ ସ୍ଥାନୀୟ ଲୋକେ କାବୁ କରି ବନ ବିଭାଗକୁ ହସ୍ତାନ୍ତର କରିଛନ୍ତି । ପାରା ୨ଗୋଡ଼ରେ ଇଂରାଜୀ ଭାଷାରେ ମୋବାଇଲ ନଂ ସହିତ କେତେକ ଅକ୍ଷର ଲେଖା ଥିବା ଦେଖିବାକୁ ମିଳିଛି । ସ୍ଥାନୀୟ ଅଞ୍ଚଳରେ ଲୋକମାନେ ଭୟଭିତ ଅଛନ୍ତି । ପୂର୍ବରୁ ମଧ୍ୟ ୨ଟି ସନ୍ଦିଗ୍ଧ ପରା ଉଦ୍ଧାର କରାଯାଇଛି । ପାରାଦୀପ ଏବଂ ଅସ୍ତରଙ୍ଗରୁ ପୂର୍ବରୁ ସନ୍ଦିଗ୍ଧ ପାରା ଉଦ୍ଧାର କରାଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା