Masthead

ହାଇଦ୍ରାବାଦ ଆଗରେ ୨୦୪ ରନର ଲକ୍ଷ୍ୟ

ମୁମ୍ବାଇ (ବଡ଼ ଖବର ବ୍ୟୁରୋ): ଆଇପିଏଲର ଚତୁର୍ଥ ମ୍ୟାଚରେ ମୁହାଁମୁହିଁ ହୋଇଛନ୍ତି ସନରାଇଜର୍ସ ହାଇଦ୍ରାବାଦ ଓ ରାଜସ୍ଥାନ ରୟାଲ । ପ୍ରଥମେ ବ୍ୟାଟିଂ କରି ରାଜସ୍ଥାନ ରୟାଲସ ଧୂଆଁଧାର ବ୍ୟାଟିଂ କରିଛି । ପ୍ରଥମ ତିନି ବ୍ୟାଟର ଅର୍ଦ୍ଧଶତକ ହାସଲ କରିଛନ୍ତି । ଯଶସ୍ୱୀ ଜୟସ୍ୱାଲ ୩୭ ବଲରେ ୫୪ ଜୋଶ ବଟଲର ୨୨ ବଲରେ ୭ ଚୌକା ଓ ୩ ଛକା ବଳରେ ୫୪ ରନ ସଂଗ୍ରହ କରିଥିଲେ ।

ତିନି ନମ୍ବର ଆସିଥିବା ଅଧିନାୟକ ସଞ୍ଜୁ ସାମସନ ମଧ୍ୟ ବିସ୍ଫୋରକ ଇନିଂସ ଖେଳି ୩ ଚୌକା ୪ ଛକା ବଳରେ ୫୫ ରନ ସଂଗ୍ରହ କରିଥିଲେ । ଶେଷ ଆଡ଼କୁ ସିମରନ ହେଟମାୟାର ୧୬ ବଲରୁ ୨୨ ରନ କରି ନଟଆଉଟ ହୋଇଥିଲେ । ହାଇଦ୍ରାବାଦ ପକ୍ଷରୁ ଫାରୁକି ଓ ନଟରାଜନଙ୍କୁ ଦୁଇଟି ଲେଖାଏଁ ସଫଳତା ମିଳିଥିବା ଉମ୍ରାନ ମଲ୍ଲିକ ଦେବଦତ୍ତ ପଡ଼ିକଲଙ୍କୁ ବୋଲ୍ଡ କରିଥିଲେ । ଆଜି ଦ୍ୱିତୀୟ ମ୍ୟାଚରେ ମୁହାଁମୁହିଁ ହେବେ ରୟାଲ ଚ୍ୟାଲେଞ୍ଜର ବାଙ୍ଗାଲୋର ଓ ମୁମ୍ବାଇ ଇଣ୍ଡିଆନ୍ସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା