Masthead

ଓଡ଼ିଶା ଆସିବେ କେନ୍ଦ୍ର ନିର୍ବାଚନ ଆୟୋଗଙ୍କ ଟିମ୍‌, ଜିଲ୍ଲାପାଳ ମାନଙ୍କ ସହ କରିବେ ଆଲୋଚନା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଜି ସଂନ୍ଧ୍ୟାରେ ଓଡ଼ିଶା ଆସିବେ କେନ୍ଦ୍ର ନିର୍ବାଚନ ଆୟୋଗଙ୍କ ଟିମ୍ । ଆସନ୍ତାକାଲି ରାଜ୍ୟର ସବୁ ଜିଲ୍ଲାପାଳ ମାନଙ୍କ ସହ କରିବେ ଆଲୋଚନା । ଆଲୋଚନାରେ ନିର୍ଭୁଲ ଭୋଟର ତାଲିକା ପ୍ରସ୍ତୁତି ପାଇଁ ହେବ ଆଲୋଚନା ।

ରାଜ୍ୟରେ ନିର୍ବାଚନ ପାଇଁ ଆବଶ୍ୟକ ଅନୁସାରେ ଇଭିଏମ୍ ପହଞ୍ଚି ସାରିଛି । ଆସନ୍ତା ଅକ୍ଟୋବର ମାସରେ ସମସ୍ତ ଇଭିଏମ୍ ଯାଞ୍ଚ କରାଯିବ । ଟିମ୍ ଆସିବା ପୂର୍ବରୁ ରାଜ୍ୟ ନିର୍ବାଚନ ଅଧିକାରୀ ଯୁବ ଭୋଟରଙ୍କୁ ଭୋଟର ତାଲିକାରେ ସାମିଲ କରିବା ପାଇଁ ଆରମ୍ଭ କରିଛନ୍ତି ସ୍ପେଶାଲ ଡ୍ରାଇଭ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ