Masthead

ଓଡ଼ିଶା ଆସିବେ କେନ୍ଦ୍ର ନିର୍ବାଚନ ଆୟୋଗଙ୍କ ଟିମ୍‌, ଜିଲ୍ଲାପାଳ ମାନଙ୍କ ସହ କରିବେ ଆଲୋଚନା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଜି ସଂନ୍ଧ୍ୟାରେ ଓଡ଼ିଶା ଆସିବେ କେନ୍ଦ୍ର ନିର୍ବାଚନ ଆୟୋଗଙ୍କ ଟିମ୍ । ଆସନ୍ତାକାଲି ରାଜ୍ୟର ସବୁ ଜିଲ୍ଲାପାଳ ମାନଙ୍କ ସହ କରିବେ ଆଲୋଚନା । ଆଲୋଚନାରେ ନିର୍ଭୁଲ ଭୋଟର ତାଲିକା ପ୍ରସ୍ତୁତି ପାଇଁ ହେବ ଆଲୋଚନା ।

ରାଜ୍ୟରେ ନିର୍ବାଚନ ପାଇଁ ଆବଶ୍ୟକ ଅନୁସାରେ ଇଭିଏମ୍ ପହଞ୍ଚି ସାରିଛି । ଆସନ୍ତା ଅକ୍ଟୋବର ମାସରେ ସମସ୍ତ ଇଭିଏମ୍ ଯାଞ୍ଚ କରାଯିବ । ଟିମ୍ ଆସିବା ପୂର୍ବରୁ ରାଜ୍ୟ ନିର୍ବାଚନ ଅଧିକାରୀ ଯୁବ ଭୋଟରଙ୍କୁ ଭୋଟର ତାଲିକାରେ ସାମିଲ କରିବା ପାଇଁ ଆରମ୍ଭ କରିଛନ୍ତି ସ୍ପେଶାଲ ଡ୍ରାଇଭ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା