Masthead

ଗ୍ୟାସ ଲିକରୁ ଭୟାବହ ଅଗ୍ନିକାଣ୍ଡ, ୩ଗୁରୁତର

ବସ୍ତା(ବଡ଼ ଖବର ବ୍ୟୁରୋ) ହୋଟେଲରେ ରୋଷେଇ କରୁଥିବା ବେଳେ ଗ୍ୟାସ ଲିକରୁ ହେଲା ଭୟଙ୍କର ଅଗ୍ନିକାଣ୍ତରେ ୩ଜଣ ଗୁରୁତର । ବାଲେଶ୍ୱର ଜିଲ୍ଲା ବସ୍ତା ଥାନା ଅନ୍ତର୍ଗତ ଅମର୍ଦ୍ଦା ରୋଡ୍ ସ୍ଥିତ ନନା ହୋଟେଲରେ ଆଜି ରୋଷେଇ ଚାଲୁଥିବା ବେଳେ ହଠାତ ଗ୍ୟାସ ଲିକ୍ ହେବାରୁ ହୋଟେଲ ଭିତରେ ନିଆଁ ଲାଗି ଯାଇଥିଲା ।

ଯାହା ଫଳରେ ରୋଷେଇ ଘରେ ଥିବା ୩ଜଣ ଗୁରୁତର ହୋଇ ଥିଲେ । ସ୍ଥାନୀୟ ଲୋକେ ସମସ୍ତଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ବସ୍ତା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ । ଅବସ୍ଥା ସଙ୍କଟାପନ୍ନ ହେବାରୁ ସମସ୍ତଙ୍କୁ ବାଲେଶ୍ୱର ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି । ଖବର ପାଇ ବସ୍ତା ଅଗ୍ନିଶମ ବିଭାଗ ପହଞ୍ଚି ନିଂଆ ଲିଭାଇବା ଜାରି ରଖିଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା