ଜାମ୍ମୁ ଓ କାଶ୍ମୀର ଏନ୍‌କାଉଣ୍ଟରରେ ଜଣେ ଆତଙ୍କୀ ନିହତ

(ବଡ଼ ଖବର ବ୍ୟୁରୋ): ଜାମ୍ମୁ ଓ କାଶ୍ମୀରର ଦୁଇଟି ଅଞ୍ଚଳରେ ଏନ୍‌କାଉଣ୍ଟର । ଅନନ୍ତନାଗ ଓ ବାନ୍ଦିପୋରା ଅଞ୍ଚଳରେ ଏନ୍‌କାଉଣ୍ଟର ହୋଇଛି । ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ । ଅନନ୍ତନାଗରେ ଜଣେ ଆତଙ୍କବାଦୀ ନିହତ ହେଇଥିବା ସୂଚନା ମିଳିଛି । । ଆତଙ୍କବାଦୀଙ୍କ ଗୁଳିରେ ଜଣେ ସୁରକ୍ଷାକର୍ମୀ ଆହତ ହୋଇଛନ୍ତି । ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ଜମ୍ମୁ-କଶ୍ମୀର ପୋଲିସ ଓ ସୁରକ୍ଷାକର୍ମୀଙ୍କ ମିଳିତ ସହଯୋଗରେ ଏହି ସର୍ଚ୍ଚ ଅପରେଶନ କରାଯାଇଥିବା ବେଳେ ଏଥିରେ ଆତଙ୍କବାଦୀଙ୍କ ସହ ଗୁଳି ବିନିମୟ ହୋଇଥିଲା । ଜଣେ ଆତଙ୍କବାଦୀ ନିହତ ହେବା ସହ ପୋଲିସ ଓ ସୁରକ୍ଷା କର୍ମୀଙ୍କୁ ଏକ ପିସ୍ତଲ ଓ ଏକ ଗ୍ରେନେଡ ମିଳିଛି । କିଛି ଦିନ ହେବ କାଶ୍ମୀରରେ ସିଲେକ୍ଟିଭ୍ କିଲିଂ କରୁଥିବା ଆତଙ୍କବାଦୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନେବାକୁ ଉଦ୍ୟମ ଚଳାଇଛି । ଅନ୍ୟପଟେ କାଶ୍ମୀରରେ ଅନେକ ଆତଙ୍କବାଦୀ ସଂଗଠନ ସକ୍ରିୟ ଥିବା ମଧ୍ୟ କୁହାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ହ୍ବାଏ ଆଇ ଷ୍ଟାଣ୍ଡ ଫର୍ ମିଟିଂ ପାଲଟିଲା ରଣକ୍ଷେତ୍ର 🔴 ସରିଲା ପ୍ରଚାର, ଆଜି ‘‘WHY I STAND FOR’ ମିଟିଂ 🔴 ଗ୍ୟାସ୍ ପାଇପ୍ ଲାଇନ୍ ଫାଟି ଅଗ୍ନିକାଣ୍ଡ 🔴 ସୁକମାରେ ବିପୁଳ ମାଓ ଡମ୍ପ ଜବତ 🔴 ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା 🔴 ୧୩ରେ ଲଘୁଚାପ! 🔴 ଆଜି ଦିଲ୍ଲୀରେ ପୁଣି କଂଗ୍ରେସର ପ୍ରତିବାଦ 🔴 ନେପାଳରେ ପୁଣି ଭୟଙ୍କର ବନ୍ୟା, ଭାସିଗଲା ଅନେକ ଘର 🔴 ରୋଷେଇ ବେଳେ ଫାଟିଲା ଗ୍ୟାସ ଟାଙ୍କି, ଶିଶୁ କନ୍ୟାର ମୃତ୍ୟୁ 🔴 ଆଜି ପୁଣି ଜୋରଦାର ହୋଇପାରେ CJP ଆନ୍ଦୋଳନ 🔴 ହ୍ବାଏ ଆଇ ଷ୍ଟାଣ୍ଡ ଫର୍ ମିଟିଂ ପାଲଟିଲା ରଣକ୍ଷେତ୍ର 🔴 ସରିଲା ପ୍ରଚାର, ଆଜି ‘‘WHY I STAND FOR’ ମିଟିଂ 🔴 ଗ୍ୟାସ୍ ପାଇପ୍ ଲାଇନ୍ ଫାଟି ଅଗ୍ନିକାଣ୍ଡ 🔴 ସୁକମାରେ ବିପୁଳ ମାଓ ଡମ୍ପ ଜବତ 🔴 ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା 🔴 ୧୩ରେ ଲଘୁଚାପ! 🔴 ଆଜି ଦିଲ୍ଲୀରେ ପୁଣି କଂଗ୍ରେସର ପ୍ରତିବାଦ 🔴 ନେପାଳରେ ପୁଣି ଭୟଙ୍କର ବନ୍ୟା, ଭାସିଗଲା ଅନେକ ଘର 🔴 ରୋଷେଇ ବେଳେ ଫାଟିଲା ଗ୍ୟାସ ଟାଙ୍କି, ଶିଶୁ କନ୍ୟାର ମୃତ୍ୟୁ 🔴 ଆଜି ପୁଣି ଜୋରଦାର ହୋଇପାରେ CJP ଆନ୍ଦୋଳନ