Masthead

ସୃଷ୍ଟି ହେଲା ଘୂର୍ଣ୍ଣିବଳୟ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):  ଉତ୍ତର ପଶ୍ଚିମ ବଙ୍ଗୋପସାଗର ପାଶ୍ୱର୍ବର୍ତ୍ତୀ ଓଡ଼ିଶା ଉପକୂଳରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହୋଇଛି ।ଏହା ବାୟୁ ମଣ୍ଡଳରେ ସମୁଦ୍ର ପତନ ଠାରୁ ୭.୬ କିମି ଉଚ୍ଚତା ଯାଏଁ ବ୍ୟାପିଛି । ଏହାର ପ୍ରଭାବ ରେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଉତ୍ତର -ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଫଳରେ ରାଜ୍ୟରେ ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ବର୍ଷାା ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା କୁହାଯାଇଛି । ପାଣପାଗ ବିଭାଗ ସୁଚନା ମୁତାବକ ଆସନ୍ତାକାଲି ପୁରୀ, ଜଗତସିଂପୁର, ଖୋର୍ଦ୍ଧା, କଟକ, ଅନୁଗୁଳ, ଢ଼େଙ୍କାନାଳ, ସମ୍ବଲପୁର, ଓ ପରଗଡ଼ ଆଦି ଅଞ୍ଚଳରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିିଛି । ୨୨ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । କିଛି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ହେତୁ ଆକସ୍ମିକ ବନ୍ୟା ସ୍ଥିତି ଉପୁଜିପାରେ ।ପାଣିପାଗ ବିଶେଷଜ୍ଞ ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି, ସପ୍ତାହେ ପର୍ଯ୍ୟନ୍ତ ଅର୍ଥାତ ଆସନ୍ତା ୨୫ ତାରିଖ ଯାଏଁ ରାଜ୍ୟରେ ବିସ୍ତୃତି ଭାରି ବର୍ଷା ହେବାର ସମ୍ଭାବନା କମ୍ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା