Masthead

ସୃଷ୍ଟି ହେଲା ଘୂର୍ଣ୍ଣିବଳୟ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଏକ ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ଦକ୍ଷିଣ ଉପକୂଳର କିଛି ଜିଲ୍ଲାରେ ଘଡଘଡି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି,କନ୍ଧମାଳ, କେନ୍ଦୁଝର ଓ ମୟୁରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା ୪ ଦିନ ଯାଏଁ ଏଭଳି ବର୍ଷା ଲାଗି ରହିବା ନେଇ ପାଣିପାଗ ବିଭାଗ ପୂର୍ବନୁମାନ କରିଛି । ଆସନ୍ତାକାଲିକୁ ମଧ୍ୟ କିଛି ଜିଲ୍ଲାକୁ ଅତି ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ