Masthead

ପାରିବାରିକ କଳହରୁ ମହାନଦୀକୁ ଡେଇଁ ମହିଳାଙ୍କ ଆତ୍ମହତ୍ୟା ଉଦ୍ୟମ

ପାରାଦ୍ୱୀପ(ବଡ଼ ଖବର ବ୍ୟୁରୋ): ପାରିବାରିକ କଳହ କାରଣରୁ ଆତ୍ମହତ୍ୟା କରିବାକୁ ମହାନଦୀକୁ ଡେଇଁଲେ ମହିଳା । ଡେଇଁଲା ପରେ ୫ କିଲୋମିଟର ଦୂର ନେହେରୁବଙ୍ଗଳା ମହାଦନୀ ମୁହାଣ ପର୍ଯ୍ୟନ୍ତ ଭାସିଗଲେ । ସେଠାରେ ଥିବା କିଛି ମତ୍ସ୍ୟଜିବୀ ତାଙ୍କୁ ଉଦ୍ଧାର କରି ପରିବାର ଜିମା ଦେଇଥିଲେ ।

ବର୍ତ୍ତମାନ ମହାନଦୀରେ ବନ୍ୟାଜଳ ଯୋଗୁଁ ପ୍ରଖର ସୁଅ ରହିଥିବା ବେଳେ ମହିଳା ଜଣଙ୍କ ଭୁତୁମୁଣ୍ଡାଇ ପୋଲରୁ ଡେଇଁ ପଡ଼ିଥିଲେ । ମହିଳାଙ୍କ ଘର ଭୁତୁମୁଣ୍ଡାଇ ଅଞ୍ଚଳର ହୋଇଥିବା ବେଳେ ଘରେ ପାରିବାରିକ କଳହରୁ ଆଜି ସକାଳେ ପୋଲ ଉପରୁ ମହାନଦୀକୁ ଡେଇଁ ପଡ଼ିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ