Masthead

ଚଳନ୍ତା ଟ୍ରେନରୁ ଖସିପଡ଼ି ଯୁବକ ଗୁରୁତର

ସୁବର୍ଣ୍ଣପୁର(ବଡ଼ ଖବର ବ୍ୟୁରୋ):  ଚଳନ୍ତା ଟ୍ରେନ ରୁ ଖସିପଡ଼ି ଯୁବକ ଗୁରୁତର । ଟ୍ରେନ ଲାଇନ୍ କଡ଼ ରେ ଯୁବକ ଜଣଙ୍କୁ ପଡ଼ିଥିବା ଗ୍ରାମବାସୀ ଦେଖିବାପରେ ତାଙ୍କୁ ଉଦ୍ଧାର କରି ଡୁଙ୍ଗୁରିପାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ରେ ଭର୍ତି କରିଛନ୍ତି । ଯୁବକ ଜଣକ ଦୁର୍ଗ-ପୁରୀ ଟ୍ରେନ ଯୋଗେ ରାଇପୁର ରୁ ଘର କୁ ଫେରୁଥିବା ବେଳେ କୌଣସି କାରଣ ରୁ ଟ୍ରେନରୁ ଖସି ପଡ଼ିଥିଲେ । ତାଙ୍କର ବାମ ଗୋଡ ଭାଙ୍ଗି ଥିବା ଡାକ୍ତର କହିବା ସହିତ ଅବସ୍ତା ସଙ୍କଟାପନ୍ନ ହେବାରୁ ତାଙ୍କୁ ବଲାଙ୍ଗୀର ଭୀମ ଭୋଇ ମେଡିକାଲ କୁ ସ୍ଥାନାନ୍ତର କରାଯାଇଛି । ଯୁବକ ଜଣକ ବଲାଙ୍ଗିର ଜିଲ୍ଲା ଭର୍ଶୁଜାବିନ୍ଧା ପାଳିର ନିର୍ମଳ ସାହୁ ବୋଲି ଜଣାପଡିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା