Masthead

ବିନା ଦେୟରେ ଆଧାର ଅପଡେଟ୍

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପ୍ରତ୍ୟେକ ସରକାରୀ କାର୍ଯ୍ୟ ପାଇଁ ଆଧାର କାର୍ଡକୁ ବାଧ୍ୟତାମୂଳକ କରାଯାଇଛି । ଏହା ଅପ-ଟୁ-ଡେଟ ନହେଲେ ସରକାରୀ ସୁବିଧା ସୁଯୋଗ ହାତ ଛଡ଼ା ହେବାର ସମ୍ଭାବନା ରହିଛି । ଅନଲାଇନ ମାଧ୍ୟମରେ ଆଧାର କାର୍ଡ ଅପଡେଟ୍ ପାଇଁ ସୁବିଧା ରହିଛି । ଏହି ସୁବିଧାର ଫାଇଦା ଉଠାଇବା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ପରାମର୍ଶ ଦେଇଛନ୍ତି । ୧୫ ମାର୍ଚ୍ଚରୁ ୧୪ ଜୁନ ମଧ୍ୟରେ ବିନା ଦେୟରେ ଅର୍ଥାତ ମାଗଣାରେ ଆଧାର କାର୍ଡ ଅପଡେଟ କରିହେବ । ଅଫଲାଇନରେ ଅପଡେଟ କଲେ ୫୦ ଟଙ୍କା ଦେବାକୁ ପଡିବ ବୋଲି ସରକାରୀ ଭାବେ କୁହାଯାଇଛି । ଜନସେବା କେନ୍ଦ୍ରରେ ଅନଲାଇନ ମାଧ୍ୟମରେ ଆଧାର କାର୍ଡ ଅପଡେଟ କରିବା ସବୁଠାରୁ ବୁଦ୍ଧିମତାର କାମ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି