Masthead

‘ଏକନାଥ ସିନ୍ଦେଙ୍କୁ ଇସ୍ତଫା ଦେବାକୁ କୁହାଯାଇଛି’

ମୁମ୍ବାଇ (ବଡ଼ ଖବର ବ୍ୟୁରୋ):  ମହାରାଷ୍ଟ୍ରରେ ରାଜନୀତିରେ ଘଡିକେ ଛୁଟୁଛି ଘୋଡ଼ା । ଉଦ୍ଧବ ଠାକରେଙ୍କ ପୁଅ ତଥା ପୂର୍ବତନ ମନ୍ତ୍ରୀ ଆଦିତ୍ୟ ଠାକରେ ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେଙ୍କ ସମ୍ପର୍କରେ ଏକ ବଡ଼ ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି ଯେ, ସିନ୍ଦେଙ୍କୁ ଇସ୍ତଫା ଦେବାକୁ କୁହାଯାଇଛି। ଠାକରେ ଗଣମାଧ୍ୟମକୁ କହିଛନ୍ତି, ମୁଁ ଶୁଣିଛି ଯେ ମୁଖ୍ୟମନ୍ତ୍ରୀ (ଏକନାଥ ଶିନ୍ଦେ)କୁ ଇସ୍ତଫା ଦେବାକୁ କୁହାଯାଇଛି ଏବଂ କିଛି ପରିବର୍ତ୍ତନ ହୋଇପାରେ। ସୂଚନା ମିଳିଛି ଯେ ଅଜିତ ପାୱାର ଏବଂ ଅନ୍ୟ ଆଠ ଜଣ ଏନସିପି ବିଧାୟକ ତାଙ୍କ ଏକ ବର୍ଷ ପୁରୁଣା ରାଜ୍ୟ କ୍ୟାବିନେଟରେ ସାମିଲ ହୋଇଛନ୍ତି ।   ସିଏମଙ୍କ ଚେୟାର ବିପଦରେ ପଡିପାରେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା