Masthead

ପଞ୍ଜାବ ପାଇଁ ୮ ସାଂସଦ ପ୍ରାର୍ଥୀଙ୍କ ନାମ ଘୋଷଣା କଲା ଆମ୍ ଆଦମୀ ପାର୍ଟି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ପଞ୍ଜାବ ପାଇଁ ୮ ସାଂସଦ ପ୍ରାର୍ଥୀଙ୍କ ନାମ ଘୋଷଣା କଲା ଆମ୍ ଆଦମୀ ପାର୍ଟି । ପ୍ରଥମ ତାଲିକାରେ ୫ ଜଣ ମନ୍ତ୍ରୀ ସାମିଲ । କଂଗ୍ରେସରୁ ଆସିଥିବା ନେତାଙ୍କୁ ବି ଟିକେଟ୍ । ୨୦୨୪ ଲୋକସଭା ନିର୍ବାଚନ ପାଇଁ ଆମ୍ ଆଦମୀ ପାର୍ଟି ଗୁରୁବାର ଦିନ ପଞ୍ଜାବର ୧୩ ଲୋକସଭା ଆସନ ମଧ୍ୟରୁ ୮ଟି ଆସନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରିଛି ।

ଏହି ୮ ଜଣ ପ୍ରାର୍ଥୀଙ୍କ ମଧ୍ୟରେ ରହିଛନ୍ତି ପଞ୍ଜାବ ସରକାରର ୫ ଜଣ ମନ୍ତ୍ରୀ । ଏହାସହ କଂଗ୍ରେସ ଛାଡି ଆମ୍ ଆଦମୀ ପାର୍ଟିରେ ସାମିଲ ହୋଇଥିବା ଗୁରୁପ୍ରୀତ ସିଂ ଜିପିଙ୍କୁ ମଧ୍ୟ ଟିକେଟ ମିଳିଛି ।୨୦୨୪ ଲୋକସଭା ନିର୍ବାଚନ ପୂର୍ବରୁ ପଞ୍ଜାବ ପାଇଁ ଆମ୍ ଆଦମୀ ପାର୍ଟି ତାର ଋଣନୀତି ବଦଳାଇଛି । ଦଳର ରାଷ୍ଟ୍ରୀୟ ସଂଯୋଜକ ତଥା ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କ ନାମରେ ବିଭିନ୍ନ ମାମଲା ଚାଲିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ