Masthead

ଆପ ସଂସଦୀୟ ଦଳର ଅଧ୍ୟକ୍ଷ ହେଲେ ସଞ୍ଜୟ ସିଂ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ରାଜ୍ୟ ସଭାରେ ଆପ ସଂସଦୀୟ ଦଳର ଅଧ୍ୟକ୍ଷ ଭାବେ ଆମ ଆଦମୀ ପାର୍ଟି ଏମପି ସଞ୍ଜୟ ସିଂଙ୍କୁ ନିଯୁକ୍ତ କରାଯାଇଛି। ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଜେଲରେ ରହିବା ପରେ ସଞ୍ଜୟ ସିଂଙ୍କ ଦଳର ଦାୟିତ୍ୱ ମଧ୍ୟ ରହିଛି। ନିକଟରେ ସଂସଦର ସ୍ବତନ୍ତ୍ର ଅଧିବେଶନ ସମୟରେ ସେ ଅରବିନ୍ଦ କେଜ୍ରିୱାଲଙ୍କ ଗିରଫଦାରୀ ମାମଲାରେ ଅନୁସନ୍ଧାନକାରୀ ସଂସ୍ଥାଗୁଡ଼ିକର କାର୍ଯ୍ୟାନୁଷ୍ଠାନ ସମ୍ପର୍କରେ ରାଜ୍ୟ ସଭାରେ ପ୍ରଶ୍ନ ଉଠାଇଥିଲେ। ସେ କହିଛନ୍ତି ଯେ କେନ୍ଦ୍ରୀୟ ଅନୁସନ୍ଧାନ ବ୍ୟୁରୋ (ସିବିଆଇ) ସୁପ୍ରିମକୋର୍ଟଙ୍କୁ ବିଭ୍ରାନ୍ତ କରୁଛି ଏବଂ ରାଜନୈତିକ ବିରୋଧୀଙ୍କୁ ଜେଲରେ ରଖିବାର ଏକମାତ୍ର କାରଣରୁ ମୁଖ୍ୟମନ୍ତ୍ରୀ କେଜ୍ରିୱାଲଙ୍କୁ ଗିରଫ କରିଛି।

ସୁପ୍ରିମକୋର୍ଟରୁ ଅରବିନ୍ଦ କେଜ୍ରିୱାଲଙ୍କୁ ମିଳିଲାନି ଆଶ୍ୱସ୍ତି । ଜାମିନ ଆବେଦନ ଉପରେ ଶୁଣାଣି ଘୁଞ୍ଚିଲା । ଜୁଲାଇ ୧୭ରେ ମାମଲାର ପରବର୍ତ୍ତୀ ଶୁଣାଣି । ଟ୍ରାଏଲ କୋର୍ଟ କାହିଁକି ଯାଇନାହାନ୍ତି ପ୍ରଶ୍ନ କଲେ କୋର୍ଟ । ସିବିଆଇକୁ ନୋଟିସ କଲେ ସୁପ୍ରିମକୋର୍ଟ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ