Masthead

ରାଘବ ଚଢାଙ୍କ ଉପରୁ ହଟିଲା ନିଲମ୍ବନ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆପ୍ ସାଂସଦ ରାଘବ ଚଢାଙ୍କ ଉପରୁ ହଟିଲା ନିଲମ୍ବନ । ୧୧୫ ଦିନ ପରେ ରାଘବଙ୍କ ଉପରୁ ହଟିଲା ନିଲମ୍ବନ । ରାଜ୍ୟସଭା ଅଧ୍ୟକ୍ଷ ତଥା ଉପରାଷ୍ଟ୍ରପତି ଜଗଦୀପ ଧନଖଡ ଆପ୍ ସାଂସଦଙ୍କ ଉପରେ ଲାଗିଥିବା ନିଳମ୍ବନ ଆଦେଶକୁ ପ୍ରତ୍ୟାହାର କରିନେଇଛନ୍ତି । ଯାହାକୁ ନେଇ ଏକ୍ସରେ ଟ୍ୱିଟ କରି ଧନ୍ୟବାଦ ଜଣାଇଛନ୍ତି ରାଘବ । ଶୀତ ଅଧିବେଶନ ଆରମ୍ଭରେ ବିଜେପି ସାଂସଦ ନରସିଂହ ରାଓ ରାଘବଙ୍କ ଉପରୁ ନିଲମ୍ବନ ଆଦେଶ ପ୍ରତ୍ୟାହାର ନେଇ ପ୍ରସ୍ତାବ ରଖିଥିବା ବେଳେ ରାଜ୍ୟସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଗ୍ରହଣ କରିଛନ୍ତି । ଦିଲ୍ଲୀ ସେବା ବିଲରେ ନକଲି ଦସ୍ତଖତ ମାମଲାରେ ରାଘବଙ୍କୁ ଗୃହରୁ ନିଲମ୍ବନ କରାଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ