Masthead

ମା’ ସମଲେଶ୍ୱରୀଙ୍କ ନିକଟରେ ଲାଗି ହେଲା ନବାନ୍ନ

ସମ୍ବଲପୁର(ବଡ଼ ଖବର ବ୍ୟୁରୋ); ମା’ ସମଲେଶ୍ୱରୀଙ୍କ ନିକଟରେ ଲାଗି ହେଲା ନବାନ୍ନ । ନୂଆଖାଇଁ ପାଇଁ ଉତ୍ସବ ମୁଖର ପଶ୍ଚିମ ଓଡିଶା । ନିର୍ଦ୍ଧାରିତ ସମୟ ୧୦.୩୭ରେ ଲାଗି ହେଲା ନବାନ୍ନ । ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀ । ନୂଆଁଖାଇ ପାଇଁ ଘରେ ଘରେ ଆରମ୍ଭ ହୋଇଛି ପିଠାପଣା ପ୍ରସ୍ତୁତି । ଏହାପରେ ଘରେ ଘରେ ନୂଆ ଖାଇବେ ସମସ୍ତେ।ନୂଆଁଲାଗି ସାରିବା ପରେ ପରିବାର ସହ ଏକାଠି ନୂଆଁଖାଇବେ ପଶ୍ଚିମ ଓଡ଼ିଶାବାସୀ । ପରେ ଜୁହାରଭେଟ୍ ତାପରେ ନୂଆଁଖାଇ ଭେଟଘାଟରେ ଦୁଲୁକିବ ଗାଁଠୁ ସହର ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା