Masthead

ଦିଲ୍ଲୀ ଓ ହରିୟାଣା ପାଇଁ ଆପର ପ୍ରାର୍ଥୀ ଘୋଷଣା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆପ ପକ୍ଷରୁ ଆସନ୍ତା ଲୋକ ସଭା ନିର୍ବାଚନ ପାଇଁ ଦିଲ୍ଲୀର ୪ଟି ଆସନ ଓ ହରିୟାଣାର ଗୋଟିଏ ଆସନ ପାଇଁ ମଙ୍ଗଳବାର ପ୍ରାର୍ଥୀ ଘୋଷଣା କରାଯାଇଛି। ନୂଆଦିଲ୍ଲୀ ଆସନରୁ ସୋମନାଥ ଭାରତୀ, ପୂର୍ବ ଦିଲ୍ଲୀ ଆସନରୁ କୁଳଦୀପ୍‌ କୁମାର, ଦକ୍ଷିଣ ଦିଲ୍ଲୀ ଆସନରୁ ସହିରାମ୍‌ ପହଲ୍‌ବାନ୍‌ ଏବଂ ପଶ୍ଚିମ ଦିଲ୍ଲୀ ଆସନରେ ମହାବଲ୍‌ ମିଶ୍ରାଙ୍କ ନାମରେ ଆପ ମୋହର ମାରିଛି ।

ନୂଆଦିଲ୍ଲୀ ଆସନରୁ ଦଳୀୟ ଟିକେଟ ପାଇଥିବା ସୋମନାଥ ଦିଲ୍ଲୀ ଜଳ ବୋର୍ଡର ଉପାଧ୍ୟକ୍ଷ ଥିବା ସହ ମାଲବୀୟ ନଗରରୁ ବିଧାୟକ ରହିଛନ୍ତି। ସେହିପରି ପୂର୍ବଦିଲ୍ଲୀ ଆସନରୁ ଏଏପି ପ୍ରାର୍ଥୀ ହୋଇଥିବା କୁଳଦୀପ୍‌, କୋଣ୍ଡ୍‌ଲୀରୁ ବିଧାୟକ ରହିଛନ୍ତି। ରାଜ୍ୟ ସଭାର ପୂର୍ବତନ ସଦସ୍ୟ ସୁଶୀଳ ଗୁପ୍ତାଙ୍କୁ ହରିୟାଣାର କୁରୁକ୍ଷେତ୍ର ଆସନରୁ ଆପ ପ୍ରାର୍ଥୀ କରିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା