Masthead

ଦିଲ୍ଲୀ ଓ ହରିୟାଣା ପାଇଁ ଆପର ପ୍ରାର୍ଥୀ ଘୋଷଣା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆପ ପକ୍ଷରୁ ଆସନ୍ତା ଲୋକ ସଭା ନିର୍ବାଚନ ପାଇଁ ଦିଲ୍ଲୀର ୪ଟି ଆସନ ଓ ହରିୟାଣାର ଗୋଟିଏ ଆସନ ପାଇଁ ମଙ୍ଗଳବାର ପ୍ରାର୍ଥୀ ଘୋଷଣା କରାଯାଇଛି। ନୂଆଦିଲ୍ଲୀ ଆସନରୁ ସୋମନାଥ ଭାରତୀ, ପୂର୍ବ ଦିଲ୍ଲୀ ଆସନରୁ କୁଳଦୀପ୍‌ କୁମାର, ଦକ୍ଷିଣ ଦିଲ୍ଲୀ ଆସନରୁ ସହିରାମ୍‌ ପହଲ୍‌ବାନ୍‌ ଏବଂ ପଶ୍ଚିମ ଦିଲ୍ଲୀ ଆସନରେ ମହାବଲ୍‌ ମିଶ୍ରାଙ୍କ ନାମରେ ଆପ ମୋହର ମାରିଛି ।

ନୂଆଦିଲ୍ଲୀ ଆସନରୁ ଦଳୀୟ ଟିକେଟ ପାଇଥିବା ସୋମନାଥ ଦିଲ୍ଲୀ ଜଳ ବୋର୍ଡର ଉପାଧ୍ୟକ୍ଷ ଥିବା ସହ ମାଲବୀୟ ନଗରରୁ ବିଧାୟକ ରହିଛନ୍ତି। ସେହିପରି ପୂର୍ବଦିଲ୍ଲୀ ଆସନରୁ ଏଏପି ପ୍ରାର୍ଥୀ ହୋଇଥିବା କୁଳଦୀପ୍‌, କୋଣ୍ଡ୍‌ଲୀରୁ ବିଧାୟକ ରହିଛନ୍ତି। ରାଜ୍ୟ ସଭାର ପୂର୍ବତନ ସଦସ୍ୟ ସୁଶୀଳ ଗୁପ୍ତାଙ୍କୁ ହରିୟାଣାର କୁରୁକ୍ଷେତ୍ର ଆସନରୁ ଆପ ପ୍ରାର୍ଥୀ କରିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ