Masthead

କେଜ୍ରିୱାଲଙ୍କ ଗିରଫଦାରୀ ବିରୁଦ୍ଧରେ ଆପର ସାମୂହିକ ଅନଶନ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ସମର୍ଥନ ଏବଂ ଇଡିର ଗିରଫଦାରୀ ବିରୁଦ୍ଧରେ ଆପର ଦେଶବ୍ୟାପୀ ସାମୂହିକ ଅନଶନ। ଦଳର ନେତା-ମନ୍ତ୍ରୀ ଓ କର୍ମାମାନେ ଆଜି ଦେଶ ତଥା ବିଦେଶର ବିଭିନ୍ନ ସ୍ଥାନରେ ଅନଶନରେ ବସିଛନ୍ତି। ରବିବାର ଜନ୍ତରମନ୍ତରରେ ଆପ ନିଜର ଅନଶନ ଆନ୍ଦୋଳନ ଆରମ୍ଭ କରିଛି। ଏଥିରେ ବିଧାୟକ, ମନ୍ତ୍ରୀ, ଏମପି, କାଉନସିଲର ଏବଂ ଅଧିକାରୀମାନେ ସାମିଲ ହୋଇଛନ୍ତି। ଆଜି ପୂର୍ବାହ୍ନ ୧୦ଟା ଠାରୁ ଏହି ଉପବାସ ଆନ୍ଦୋଳନ ଆରମ୍ଭ ହୋଇଛି।

ଉତ୍ତରପ୍ରଦେଶ, ହରିୟାଣା, ହିମାଚଳ, ତାମିଲନାଡୁ, ପଶ୍ଚିମବଙ୍ଗ, ଓଡ଼ିଶା ଏବଂ ଆନ୍ଧ୍ରପ୍ରଦେଶ ସମେତ ଦେଶର ୨୫ ଟି ରାଜ୍ୟର ରାଜଧାନୀ, ଜିଲା ଏବଂ ବ୍ଲକ ମୁଖ୍ୟାଳୟ, ଗ୍ରାମ ଏବଂ ସହରଗୁଡ଼ିକରେ ଲୋକମାନେ କେଜରିଓ୍ବାଲଙ୍କ ପାଇଁ ଆଜି ଉପବାସ କରିବେ । ଏହା ବ୍ୟତୀତ ନ୍ୟୁୟର୍କ, ବୋଷ୍ଟନ, ଲସ ଆଞ୍ଜେଲସ, ଆମେରିକାର ୱାଶିଂଟନ ଡିସି, କାନାଡାର ଟରୋଣ୍ଟୋ, ଅଷ୍ଟ୍ରେଲିଆର ମେଲବୋର୍ଣ୍ଣ, ବ୍ରିଟେନରେ ଲଣ୍ଡନ ଏବଂ ଅନ୍ୟାନ୍ୟ ସ୍ଥାନରେ ଉପବାସ ଆନ୍ଦୋଳନ ଅନୁଷ୍ଠିତ ହେବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼