ପଞ୍ଜାବ ଆମ ଆଦମୀ ପାର୍ଟିକୁ ବଡ଼ ଝଟ୍‌କା, ବିଜେପିରେ ମିଶିଲେ ଆପ ସାଂସଦ ଓ ବିଧାୟକ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ପଞ୍ଜାବର ଆମ ଆଦମୀ ପାର୍ଟିକୁ ବଡ଼ ଝଟ୍‌କା । କେଜ୍ରିୱାଲଙ୍କ ଗିରଫ ହେବାର କିଛିଦିନ ପରେ ଆପ ଦଳର ଏକମାତ୍ର ଏମ୍‌ପି ସୁଶୀଲ କୁମାର ରିଙ୍କୁ ଓ ପଞ୍ଜାବ ଏମଏଲଏ ବିଜେପିରେ ଯୋଗ ଦେଇଛନ୍ତି। ରିଙ୍କୁ ପଦ୍ମ ଧରିବାରୁ ଆପ୍‌ ଏବେ ଲୋକସଭାରେ ସାଂସଦ ଶୂନ୍ୟ ହୋଇ ଯାଇଛି। ସାଂସଦ ରିଙ୍କୁଙ୍କ ସହ ଜଲନ୍ଧର ୱେଷ୍ଟର ବିଧାୟକ ଶୀତଲ ଅନଗୁରାଲ ମଧ୍ୟ ବିଜେପିର ଦିଲ୍ଲୀ ମୁଖ୍ୟାଳୟରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ସାମିଲ ହୋଇ ପଦ୍ମ ଧରିଛନ୍ତି।

ବିଜେପିରେ ଯୋଗଦେବା ପରେ ସୁଶୀଲ କୁମାର ରିଙ୍କୁ କହିଛନ୍ତି, ଏହା ସତ୍ୟ ଯେ ମୁଁ ଜଲନ୍ଧରବାସୀଙ୍କୁ ଦେଇଥିବା ପ୍ରତିଶ୍ରୁତି ପୂରଣ ହୋଇ ନାହିଁ କାରଣ ମୋ ଦଳ ମୋତେ ସମର୍ଥନ କରୁନାହିଁ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ କାର୍ୟ୍ୟ ଶୈଳୀ ମୋତେ ପ୍ରଭାବିତ କରିଛି।ବିଜେପି ଯୋଗଦେବା ପରେ ରିଙ୍କୁ ବର୍ତ୍ତମାନ ଲୋକସଭା ର୍ନିବାଚନରେ ବିଜେପି ଟିକେଟରେ ପ୍ରତିଦ୍ୱନ୍ଦ୍ୱିତା କରିବାର ସମ୍ଭାବନା ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!