Masthead

ଅଭୟ ପାଠକଙ୍କୁ ଇଡିର ଜେରା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପୂର୍ବତନ ଆଇଏଫଏସ ଅଭୟ ପାଠକଙ୍କ ଇଡିର ଜେରା । ଅଭୟ ପାଠକଙ୍କ ଆକାଉଣ୍ଟରୁ ପୁଅ ଆକାଶ ପାଠକଙ୍କ ଆକାଉଣ୍ଟ କୁ ଯାଇଥିଲା ୮ କୋଟି ଟଙ୍କା। ଏତେ ଟଙ୍କା କେଉଁଠୁ ଆଣିଲେ ସେନେଇ ପ୍ରବର୍ତ୍ତନ ନିର୍ଦେଶାଳୟ କରୁଛି ଜେରା । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଅଭୟ ପାଠକ ହୋଇଥିଲେ ଗିରଫ ।

ଓଡ଼ିଶା ଭିଜିଲାନ୍ସ କରିଥିଲା ଗିରଫ । ଜାମିନରେ ଥିଲେ ଉଭୟ ଅଭୟ ଓ ଆକାଶ ପାଠକ । ପୂର୍ବରୁ ପ୍ରଦୀପ ପାଣିଗ୍ରାହୀ ଓ ତାଙ୍କ ଝିଅଙ୍କୁ ମଧ୍ୟ ହୋଇଥିଲା ସମନ । କାର୍ଯ୍ୟ ବ୍ୟସ୍ତତା ଦେଖାଇ ସମୟ ମାଗିଥିଲେ ପ୍ରଦୀପ ଓ ତାଙ୍କ ଝିଅ । ଦ୍ବିତୀୟ ଥର ପାଇଁ ପ୍ରଦୀପ ପାଣିଗ୍ରାହୀ ଙ୍କୁ କରାଯାଇଛି ସମନ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି