Masthead

ବରୀ ଅଭିମନ୍ୟୁ ସାମନ୍ତସିଂହାର ମହାବିଦ୍ୟାଳୟରେ ନୂଆ ଓ ଯୁବ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ

ବରୀ(ବଡ଼ ଖବର ବ୍ୟୁରୋ): ବରୀ ବ୍ଲକ ବାଲିଆରେ ଥିବା ଅଭିମନ୍ୟୁ ସାମନ୍ତସିଂହାର ମହାବିଦ୍ୟାଳୟ ପରିସରରେ ଉଦଯାପିତ ହୋଇଛି ନୂଆ ଓ ଯୁବ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବିଜେଡି ରାଜ୍ୟ ସାଧାରଣ ସମ୍ପାଦକ ବିଶ୍ୱରଞ୍ଜନ ଯୋଗ ଦେଇଥିଲେ । ସେହିପରି ମୁଖ୍ୟ ବ୍ୟକ୍ତା ଭାବେ ବରୀ ବ୍ଲକ ଅଧକ୍ଷ ଆଶୋକ କୁମାର ଗେଡି, ସମ୍ମାନୀତ ଅତିଥି ଭାବେ ୨୪ ନମ୍ୱର୍ ଜିଲ୍ଲା ପରିଷଦ ସଦସ୍ୟ ସନ୍ତୋଷ କୁମାର ସାମଲ, ବରିଷ୍ଟ ବୌଦ୍ଧ ଗବେଷକ ଡ ହରିଶ ଚନ୍ଦ୍ର ପୃଷ୍ଟି ଯୋଗ ଦେଇଥିଲେ । ଛାତ୍ରଛାତ୍ରୀଙ୍କ ଅନ୍ତର୍ନିହିତ ଗୁଣର ବିକାଶ କରିବା ସହିତ କ୍ରୀଡା, ସଂସ୍କୃତି ଏବଂ ନେତୃତ୍ଵର ବିକାଶ ପାଇଁ କାର୍ୟ୍ୟକ୍ରମ ବେଶ ଉପଯୋଗୀ ସାଜିଛି ବୋଲି ବ୍ୟକ୍ତ କରିଥିଲେ । ମହାବିଦ୍ୟାଳୟ ର ସମସ୍ତ ଅଧ୍ୟାପକ ଅଧ୍ୟାପିକା କର୍ମଚାରୀ ମାନେ ଉପସ୍ଥିତ ରହି ସଭା ପରିଚାଳନା କରିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ