Masthead

ପରଲୋକରେ ଅଭିନେତା ଅନୁଭବ ମହାନ୍ତିଙ୍କ ବାପା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପରଲୋକରେ ଅଭିନେତା ତଥା କେନ୍ଦ୍ରାପଡ଼ା ଏମପି ଅନୁଭବ ମହାନ୍ତିଙ୍କ ବାପା ଅଭୟ ମହାନ୍ତି। ଚିକିତ୍ସାଧୀନ ଅବସ୍ଥାରେ କଟକ ନନ୍ଦିସାହି ସ୍ଥିତ ବାସଭବନରେ ଅଭୟ ମହାନ୍ତିଙ୍କ ପରଲୋକ ହୋଇଥିବା  ସୂଚନା ମିଳିଛି । ୭୪ ବର୍ଷ ବୟସରେ ଶେଷ ନିଃଶ୍ବାସ ତ୍ୟାଗ କରିଛନ୍ତି ଅନୁଭବଙ୍କ ବାପା। ଦୀର୍ଘଦିନ ଧରି ଅଭୟ କୀଡନି ରୋଗରେ ପୀଡ଼ିତ ଥିଲେ। ତାଙ୍କର ଡାଇଲିସିସ୍‌ ଚାଲିଥିଲା। ବାପାଙ୍କର ଚିକିତ୍ସା ପାଇଁ ଅନୁଭବ ନିୟମିତ ହସ୍ପିଟାଲ ନେବା ଆଣିବା କରୁଥିଲେ। ତେବେ ଅନୁଭବଙ୍କର ସବୁ ଉଦ୍ୟମ ପରେ ମଧ୍ୟ  ତାଙ୍କର ମୃତ୍ୟୁ ହୋଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ