Masthead

କିରାଣୀଙ୍କୁ ସିଡିପିଓଙ୍କ ଦୁର୍ବ୍ୟବହାର, ଧକ୍କା ଦେଇ ଚେୟାରରୁ ଫୋପାଡି ଦେଲେ

ରାଇଘର (ବଡ଼ ଖବର ବ୍ୟୁରୋ):  କିରାଣୀଙ୍କୁ ସିଡିପିଓଙ୍କ ଦୁର୍ବ୍ୟବହାର । ଗାଳି ଗୁଲଜ କରିବା ସହ ଚେୟାରରୁ ଧକ୍କା ଦେଇ ଫୋପାଡିଦେଲେ ସିଡିପିଓ । ନବରଙ୍ଗପୁର ଜିଲ୍ଲା ଡ଼ାବୁଗାଁ ସିଡିପିଓ କାର୍ଯ୍ୟାଳୟରେ ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି । ଆହତ କିରାଣୀ ମେଡିକାଲରେ ଭର୍ତ୍ତି । ଜଣେ ବରିଷ୍ଠ ମହିଳା କିରାଣୀଙ୍କୁ ସିଡ଼ିପିଓ ମାଡ଼ ମାରିବା ଘଟଣା ଏବେ ଚର୍ଚ୍ଚାର ବିଷୟ ପାଲଟିଛି । କିରାଣୀ ଜଣକ ବସିଥିବା ଅବସ୍ଥାରେ ଚୌକି ସହ ସିଡ଼ିପିଓ ଠେଲି ଦେଇଥିଲେ । ସିଡ଼ିପିଓ ଗୀତାଂଜଳି ମହାରଣା କେଉଁ କାରଣରୁ ସେଠାକାର କିରାଣୀ ସନ୍ତୋଷିନୀ ମିଶ୍ରଙ୍କୁ ଧକ୍କା ଦେଇଥିଲେ ତାହା ସ୍ପଷ୍ଟ ହୋଇପାରିନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ